Browsing daily archive

January 30, 2026

ଆଜିର ରାଶିଫଳ

ଜାନୁଆରୀମାସ ୩୧ତାରିଖ ୨୦୨୬ ମସିହା(ଶନିବାର) ମାଘମାସ- ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ ଦିବା ଘ୦୮/୩୯ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ପୁନର୍ବସୁ ରାତ୍ରି ଘ୦୨/୨୧ ଗତେ ପୂଷ୍ୟା,ସୁର୍ୟୋଦୟ-ପ୍ରାତଃଘ୦୬/୨୬/୩୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୪/୩୫,ଯୋଗିନୀ ଦକ୍ଷିଣେ ଦିବା ଘ୦୮/୩୯ ଗେତେ ପଶ୍ଚିମେ,କନ୍ୟାରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟାରାଶିର ଘାତବାର,ଚତୁର୍ଦ୍ଦଶୀ ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଦ୍ଵିପାଦ ଓ ରାତ୍ରି ଘ୦୨/୨୨ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୭/୫୦ ମଧ୍ୟେ ଓ ଦିବା ଘ୦୪/୧୦ ଗତେ ଘ୦୫/୩୫ ମଧ୍ୟେ,ବାରବେଳା- ଦିବା ଘ୦୧/୨୫ ଗତେ ଘ୦୨/୪୯ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା-ଦିବା ଘ୧୦/୨୬ଗତେ ଘ୦୧/୨୪ […]

ଖୁବ୍‌ଶୀଘ୍ର ଖୁଲାସା….

ଭୁବନେଶ୍ଵର,୩୦।୧(ଏସଏସନିଉଜ)ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ କହିଲେ ଆଇନ ମନ୍ତ୍ରୀ ପ୍ରୁଥିରାଜ୍ ହରିଚନ୍ଦନ।ଦୀପାଳିଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀ ତାଙ୍କ ପ୍ରତିକ୍ରିୟାରେ କହୁଛନ୍ତିଯେ,ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି। ପରିବାର ଲୋକଙ୍କ ସନ୍ଦେହକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି।ମାମଲାର ସତ୍ୟତା, ଷଡ଼ଯନ୍ତ୍ର ଓ ସମ୍ପୃକ୍ତି ନେଇ ଆମୂଳଚୂଳ ତଦନ୍ତ ହେବ।ତଦନ୍ତକୁ ବନ୍ଦ କରିବାକୁ ଗତ ସରକାର ଚେଷ୍ଟା କରିଥିଲେ।ତାଙ୍କ ପରିବାର ମୁଖ୍ୟମନ୍ତ୍ରୀ ଙ୍କୁ ଭେଟିବା ପରେ ପୁନଃ ତଦନ୍ତ ଆରମ୍ଭ ହୋଇଛି।ଖୁବ୍‌ଶୀଘ୍ର ହତ୍ୟାକାଣ୍ଡର ଖୁଲାସା […]