Browsing daily archive

June 3, 2026

ଆଜିର ରାଶିଫଳ

ଜୁନ୍ ମାସ୦୪ତାରିଖ ୨୦୨୬ ମସିହା(ଗୁରୁବାର)ଜ୍ୟେଷ୍ଠ ମାସ(ମଳ)- କୃଷ୍ଣପକ୍ଷ,ତିଥି-ଚତୁର୍ଥୀ ରାତ୍ରି ଘ୧୧/୫୧ ଗତେ ପଞ୍ଚମୀ,ନକ୍ଷତ୍ର-ଉତ୍ତରାଷାଢା ରାତ୍ରି ଘ୦୪/୪୪ ଗତେ ଶ୍ରବଣ।,ସୁର୍ୟୋଦୟ-ପ୍ରାତଃଘ୦୫/୧୧/୦୦, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୦/୧୭,ଯୋଗିନୀ ନୈରୁତେ ରାତ୍ରି ଘ୧୧/୫୧ ଗତେ ଦକ୍ଷିଣେ,ତୁଳା ଓ କୁମ୍ଭରାଶିର ଘାତବାର,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ରାତ୍ରି ଘ୦୪/୪୪ ମଧ୍ୟେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା- ଦିବା ଘ୦୩/୦୦ ଗତେ ଘ୦୬/୨୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୨/୪୫ ଗତେ ଘ୦୫/୧୦ ମଧ୍ୟେ ଓ ରାତ୍ରି ଘ୦୭/୦୮ଗତେ ଘ୦୯/୩୨ ମଧ୍ୟେ ରାତ୍ରି […]

ବାରଙ୍ଗ ଥାନାରେ ଏଚଆରପିସି ଟିମ୍

କଟକ,୨।୬(ଏସଏସନିଉଜ) ମଙ୍ଗଳ ବାରଦିନ ଜାତୀୟ ମାନବାଧିକାର କମିଶନଙ୍କ ତିନିଜଣିଆ ଦଳ ବାରଙ୍ଗ ଥାନାକୁ ଆସି ଯାଞ୍ଚ କରି ଫେରିଛନ୍ତି। ଏଚଆରପିସି ଆଡ଼ିସନାଲ ଏସପି ସୌଭାଗ୍ୟଲକ୍ଷ୍ମୀ ପଟ୍ଟନାୟକ ନେତୃତ୍ବରେ ୩ଜଣିଆ ଦଳ ଘଟଣାଦିନର ବାରଙ୍ଗ ଥାନାର ସିସିଟିଭି ଫୁଟେଜ ଓ ଅନ୍ୟାନ୍ୟ କାଗଜପତ୍ର ମାଗିଛନ୍ତି।ଏସସିବି ମେଡ଼ିକାଲକୁ ଯାଇ ରାକେଶର ସ୍ବାସ୍ଥ୍ୟବସ୍ତା ଅନୁଧ୍ୟାନ କରି ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ କଥା ହୋଇଛନ୍ତି।ତେବେ ରାକେଶ ଭଲ ଥିବାର ଚିକିତ୍ସା କରୁଥିବା ଡାକ୍ତର କହିଛନ୍ତି ବୋଲି ଆସିଥିବା ଦଳ ସୂଚନା ଦେଇଛନ୍ତି।ଏହାସହ […]