ଆଜିର ରାଶିଫଳ
ଜୁନ୍ ମାସ ୩୦ତାରିଖ ୨୦୨୬ମସିହା (ମଙ୍ଗଳବାର)ଜ୍ୟେଷ୍ଠମାସ-ଶୁକ୍ଳପକ୍ଷ, ତିଥି- ପୂର୍ଣ୍ଣିମା ପ୍ରାତଃଘ୦୫/୩୮ଗତେ ପ୍ରତିପଦ,ସୁର୍ୟୋଦୟ-ପ୍ରାତଃ ଘ୦୫/ ୧୫/୧୯,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୬/୨୬/୨୬ଯୋଗିନୀ ପୂର୍ବେ, ମକର ରାଶିର ଘାତବାର,ତୁଳା ଓ କୁମ୍ଭରାଶିର ଘାତଚନ୍ଦ୍ର,ପ୍ରତିପଦର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଏକପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୧/୨୮ଗତେ ଘ୦୩/୦୮ମଧ୍ୟେ,ବାରବେଳା-ଦିବା ଘ୦୬/୫୦ଗତେ ଘ୦୮/୩୦ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/୪୯ ମଧ୍ୟେ ଓ ଘ୦୯/୧୫ ଗତେ ଘ୧୧/୪୦ ମଧ୍ୟେ ଓ ଘ୦୩/୦୯ ଗତେ ଘ୦୩/୪୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୩/୪୧ ଗତେ ଘ୦୪/୨୮ ମଧ୍ୟେ,ଅଦ୍ୟ ପାଣିକଖାରୁ ଭକ୍ଷଣ ନିଷେଧ। ମେଷ:-ଆଜି କିଛି ପୁରୁଣା ବକେୟାଅର୍ଥ […]