Browsing daily archive

July 8, 2026

ଆଜିର ରାଶିଫଳ

୨୦୨୬ ମସିହା,ଜୁଲାଇମାସ,୯ତାରିଖ,ଗୁରୁବାର,ଋତୁ-ଗ୍ରୀଷ୍ମ ଋତୁର (ଦ୍ବିତୀୟ ମାସ)ସୂର୍ଯ୍ୟ-ଉତ୍ତରାୟଣ🌄ପୁରୀକୁ ସୁର୍ଯ୍ୟୋଦୟ-ଘ୫/୧୭/୩୫🌅ପୁରୀକୁ ସୂର୍ଯ୍ୟାସ୍ତ-ଘ୬/୨୫/୪୧,ଆଷାଢ଼ମାସ,କୃଷ୍ଣପକ୍ଷ,ବୃହସ୍ପତିବାସ,ତିଥି- ନବମୀ ଦିବା ଘ୧୦/୪୪ମିପର୍ଯ୍ୟନ୍ତ ତଦନ୍ତେ ଦଶମୀ ।ନକ୍ଷତ୍ର- ଅଶ୍ବିନୀ ନକ୍ଷତ୍ର ଦିବା ଘ୩/୩୯ମି ପର୍ଯ୍ୟନ୍ତ ତଦନ୍ତେ ଦ୍ବିଜା ନକ୍ଷତ୍ର,ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ପୂର୍ବଦିଗରେ,ଦିବା ଘ୧୦/୪୪ମି ପରେ ଉତ୍ତରଦିଗରେ। ରିକ୍ତାତିଥି,ବିଷ୍ଟିକରଣ,ପାପମଧ୍ୟ ଚନ୍ଦ୍ରଦୋଷହେତୁ ଯାତ୍ରାନିଷେଧ ।ଚନ୍ଦ୍ରଶୁଦ୍ଧି- ବୃଷ, ମିଥୁନ, କର୍କଟ,ତୁଳା,ବିଛା,ମକର ଓ କୁମ୍ଭ ଏହି ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି।ଘାତଚନ୍ଦ୍ର–ମେଷରାଶିର ଘାତଚନ୍ଦ୍ର,ଘାତବାର–ତୁଳା ଓ କୁମ୍ଭ ରାଶିର ଘାତବାର। ତାରାଶୁଦ୍ଧି-୨।୩।୫।୭।୯।୧୧।୧୨।୧୪।୧୬।୧୮।୨୦।୨୧।୨୩।୨୫।୨୭ ଏହି ନକ୍ଷତ୍ର ମାନଙ୍କର ଏବଂ ଦିବା ଘ୩/୩୯ମି ପରେ ୧।୩।୪।୬।୮।୧୦।୧୨।୧୩।୧୫।୧୭।୧୯।୨୧।୨୨।୨୪।୨୬ […]