Browsing daily archive

August 13, 2026

ଆଜିର ରାଶିଫଳ

୨୦୨୬ମସିହା,ଅଗଷ୍ଟମାସ,୧୪ତାରିଖ,ଶୁକ୍ରବାର,ଅଦ୍ୟ ଦ୍ବିତୀୟାର ଚନ୍ଦ୍ରଦର୍ଶନ, ପୂଜା ଓ ଅର୍ଘ୍ୟଦାନ,ଋତୁ- ବର୍ଷା ଋତୁର (ପ୍ରଥମ ମାସ)ସୂର୍ଯ୍ୟ-ଦକ୍ଷିଣାୟନ,🌄ପୁରୀକୁ ସୁର୍ଯ୍ୟୋଦୟ-ଘ୫/୩୦/୧୬,🌅ପୁରୀକୁ ସୂର୍ଯ୍ୟାସ୍ତ-ଘ୬/୧୨/୪୮, ଶ୍ରାବଣମାସ,ଶୁକ୍ଳପକ୍ଷ,ଭୃଗୁବାସ,ତିଥି-ଦ୍ବିତୀୟା ସନ୍ଧ୍ୟା ଘ୬/୩୬ମି ପର୍ଯ୍ୟନ୍ତ ତଦନ୍ତେ ତୃତୀୟା,ନକ୍ଷତ୍ର- ପୂର୍ବାଫାଲ୍ଗୁନୀ ନକ୍ଷତ୍ର ରାତ୍ରି ଘ୪/୨ମି ପର୍ଯ୍ୟନ୍ତ ତଦନ୍ତେ ଉତ୍ତରାଫାଲ୍ଗୁନୀ ନକ୍ଷତ୍ର,ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଉତ୍ତର ଦିଗରେ,ସନ୍ଧ୍ୟା ଘ୬/୩୬ମିପରେ ଆଗ୍ନେୟ କୋଣରେ।ସୂର୍ଯ୍ୟୋଦୟରୁ ଯାତ୍ରାଶୁଭ ।ସନ୍ଧ୍ୟା ଘ୬/୩୬ମିମଧ୍ୟେ ଉତ୍ତରଦିଗ,ବାୟୁକୋଣ ଓ ପଶ୍ଚିମଦିଗକୁ ତ୍ୟାଗ କରି ସନ୍ଧ୍ୟା ଘ୬/୩୬ମିପରେ ରାତ୍ରିଶେଷ ପର୍ଯ୍ୟନ୍ତ ଅଗ୍ନିକୋଣ, ପୂର୍ବଦିଗ ଓ ଐଶାନ୍ୟ କୋଣକୁ ତ୍ୟାଗକରି ଯାତ୍ରାକରାଯିବ,ମେଷ,ମିଥୁନ,ସିଂହ,ତୁଳା,ବିଛା,ଧନୁ,କୁମ୍ଭ ଓ ମୀନ […]