Browsing daily archive

August 27, 2026

ଆଜିର ରାଶିଫଳ

ଅଗଷ୍ଟମାସ ୨୮ତାରିଖ ୨୦୨୬ମସିହା(ଶୁକ୍ରବାର)ଶ୍ରାବଣମାସ- ଶୁକ୍ଳପକ୍ଷ,ତିଥି- ପୂର୍ଣ୍ଣିମା ଦିବାଘ୦୯/୪୪ ଗତେ ପ୍ରତିପଦ,ନକ୍ଷତ୍ର- ଶତଭିଷା ରାତ୍ରି ଘ୦୩/୫୦ ଗତେ ପୂର୍ବଭାଦ୍ର,ସୂର୍ୟୋଦୟ- ପ୍ରାତଃ ଘ୦୫/୩୪/୧୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୨,ଯୋଗିନୀ ବାୟବ୍ୟେ ଦିବା ଘ୦୯/୪୪ ଗତେ ପୂର୍ବେ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନରାଶିର ଘାତବାର,ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା ଓ।ବାରବେଳା- ଦିବା ଘ୦୮/୪୦ ଗତେ ଘ୧୧/୫୦ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୧୦ ମଧ୍ୟେ ଓ ଘ୦୭/୫୮ଗତେ ଘ୦୮/୩୯ମଧ୍ୟେ ଓ ଘ୧୨/୪୫ ଗତେ ଘ୦୨/୨୨ ମଧ୍ୟେ ଓ ଘ୦୩/୬୯ ଗତେ ଘ୦୫/୩୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- […]

ଚାଲିଗଲା ଗୟଳ ଶାବକର ଜୀବନ

ବାରଙ୍ଗ,୨୭।୮(ଏସଏସନିଉଜ) ସୋମବାର ବିଳମ୍ବିତ ରାତିରେ ଜନ୍ମ ହୋଇଥିବା ବିରଳ ଗୟଳ ଶାବକ ବୁଧବାର ସକାଳେ ଆଖବୁଜିଛି । ହେଲେ ଏହି ମୃତ୍ୟୁକୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ମୁହଁ ଖୋଲୁନାହାନ୍ତି। ବନ୍ୟପ୍ରାଣୀ ସୁରକ୍ଷା ଆଇନ ଅନୁଯାୟୀ ପ୍ରତ୍ୟେକ ବନ୍ୟପ୍ରାଣୀ ମୃତ୍ୟୁର ରିପୋର୍ଟ ସାର୍ବଜନୀନ କରିବା ବାଧ୍ୟତାମୂଳକ। ହେଲେ ଏଠି ନୀରବତା ଅନେକ ପ୍ରଶ୍ନ ଛିଡା କରୁଛି। ସୂଚନାଯୋଗ୍ୟଯେ, ସୋମବାର ବିଳମ୍ବିତ ରାତିରେ ମା ଗୟଳ ଏକ ମାଇ ଶାବକଟିକୁ ଜନ୍ମ ଦେଇଥିଲା।ଜନ୍ମ ହେବା ପରଠାରୁ ହିଁ ଶାବକଟି ଅତ୍ୟନ୍ତ […]

ସଫଳତା ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା

କଟକ, ୨୬।୮(ଏସଏସନିଉଜ)ଓଡ଼ିଶା ଯୁବ ପ୍ରଶିକ୍ଷଣ ଟ୍ରଷ୍ଟ (OJPT) ଦ୍ଵାରା ପରିଚାଳିତ ଓଡ଼ିଶା ଯୁବ ପ୍ରଶିକ୍ଷଣ ଏକାଡ଼େମୀ ପକ୍ଷରୁ ଅଗ୍ନିବୀର ପରୀକ୍ଷାରେ ସଫଳତା ହାସଲ କରିଥିବା ପ୍ରାର୍ଥୀମାନଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି ।ନରଣପୁର ଠାରେ ଥିବା ଏକାଡ଼େମୀ ପରିସରରେ ବୁଧବାର ଦିନ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ଅବସରପ୍ରାପ୍ତ ଆଇ.ଏ.ଏସ୍ ସନ୍ତୋଷ କୁମାର ଶତପଥୀ, ଏକ୍ସ ମେମ୍ବର ଅଫ୍ ଷ୍ଟେଟ୍ ୱମେନ୍ କମିଶନ୍ ନମ୍ରତା ଚଢ଼ା, ଡାଇରେକ୍ଟର ଆଇ.ଆଇ.ଜି ଭାରସିଟି ଅଦିତ୍ ଜେନା, ପୂର୍ବତନ ଏନ୍. ସି. ସି. ଗ୍ରୁପ୍ କମାଣ୍ଡର୍ […]

ଜୟଦେବ ଶିକ୍ଷାକେନ୍ଦ୍ରରେ ବିଜ୍ଞାନ ମେଳା

ଭୁବନେଶ୍ୱର,୨୬।୮(ଏସଏସନିଉଜ)ରାଜଧାନୀ ଉପକଣ୍ଠ ଓସ୍ତପଡାଠାରେ ଥିବା ଶ୍ରୀ ଜୟଦେବ ଶିକ୍ଷାକେନ୍ଦ୍ରର ୨ୟ କ୍ୟାମ୍ପସରେ ବୁଧବାର ବିଦ୍ୟାଳୟର ୫ମ ବାର୍ଷିକ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି।ଏଥିରେ ନର୍ସରୀ ଶ୍ରେଣୀଠାରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ପିଲାମାନେ ବିଜ୍ଞାନ,ସାମାଜିକ,ଗଣିତ,‌ହସ୍ତକର୍ମ ଇତ୍ୟାଦି ବିଷୟରେ ଶିକ୍ଷଣୀୟ ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ ।ଏହି ପ୍ରଦର୍ଶନୀରେ ମୋଟ ୧୬୦ଟିପ୍ରକଳ୍ପ ସ୍ଥାନ ପାଇଥିଲା।ବିଚାର ପତିମାନଙ୍କଦ୍ଵାରା ସମସ୍ତ ପ୍ରକଳ୍ପର ମୂଲ୍ୟାଙ୍କନ କରାଯିବାପରେ ଅଭିଭାବକମାନେ ପ୍ରକଳ୍ପଗୁଡ଼ିକ ବୁଲି ଦେଖିଥିଲେ।ପିଲାମାନେ ନିଜନିଜର ପ୍ରକଳ୍ପବିଷୟରେ ଖୁବ ସୁନ୍ଦର ଭାବରେ ବୁଝାଇବା ସହ ସେମାନଙ୍କର ଦକ୍ଷତା ପରିପ୍ରକାଶ […]