ବ୍ଲାକ୍ ଟଫ୍ଟେଡ୍ ମାର୍ମୋସେଟ୍ ଗୁରୁତର
ଭୁବନେଶ୍ୱର,୨୯ା୮(ଏସଏସନିଉଜ) ନନ୍ଦନକାନନର ୫୪ ନମ୍ବର ଖୁଆଡ ଏବେ ଡେଞ୍ଜର ଜୋନ୍ ପାଲଟିଛି। ଗତ ଗୁରୁବାର ୨ଟି ଜେଫ୍ରି ମାର୍ମୋସେଟ୍ ର ସନ୍ଦେହଜନକ ମୃତ୍ୟୁ ପରେ ଶନିବାର ପୁଣି ସେହି ବାନର ଦୁନିଆଁରେ ଗୋଟିଏ ମାଈ ବ୍ଲାକ୍ ଟଫ୍ଟେଡ୍ ମାର୍ମୋସେଟ୍ ନିସ୍ତେଜ ଅବସ୍ଥାରେ ପଡିଥିବା ଦେଖିବାକୁ ମିଳିଛି। ଏହି ଜଣାପଡିବାପରେ ପଶୁଚିକିତ୍ସା ଦଳ ତୁରନ୍ତ ମାଈ ମାର୍ମୋସେଟ୍ କୁ ଆଣ୍ଟିବାୟୋଟିକ୍ ଦେବା ସହ ମଳର ନମୁନା ସଂଗ୍ରହ କରିଛନ୍ତି। ବର୍ତ୍ତମାନ ଏହାକୁ ନିରୀକ୍ଷଣ ପାଇଁ ହସ୍ପିଟାଲ୍ ରିସର୍ଚ୍ଚ ସେଣ୍ଟର […]