Browsing daily archive

September 5, 2026

ଆଜିର ରାଶିଫଳ

୨୦୨୬ ମସିହା, ସେପ୍ଟେମ୍ବର ମାସ, ୬ ତାରିଖ, ରବିବାର ।ଶ୍ରୀଜଗନ୍ନାଥ ଦେବଙ୍କର ବଣଭୋଜି ବେଶ, କୋଳିବିକା ଓ ବକାସୁର ଏବଂ ଅର୍ଘାସୁର ବଧ ପ୍ରସ୍ତାବ ।🌄ପୁରୀକୁ ସୁର୍ଯ୍ୟୋଦୟ- ଘ୫/୩୪/୫୨🌅ପୁରୀକୁ ସୂର୍ଯ୍ୟାସ୍ତ- ଘ୫/୫୪/୫,ଭାଦ୍ରବ ମାସ,କୃଷ୍ଣପକ୍ଷ,ଆଦିତ୍ୟ ବାସ,ତିଥି- ଦଶମୀ ରାତ୍ରି ଘ୮/୦ମି ପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଉତ୍ତର ଦିଗରେ, ରାତ୍ରି ଘ୮/୦ମି ପରେ ଆଗ୍ନେୟ କୋଣରେ । ପାପଯୁକ୍ତ, ବ୍ୟତିପାତ ଓ ବିଷ୍ଟିକରଣ ଦୋଷ ହେତୁ ଯାତ୍ରା ନିଷେଧ ।ଚନ୍ଦ୍ରଶୁଦ୍ଧି- ମେଷ, ମିଥୁନ, […]

ମାର୍ଚ୍ଚ ଏପ୍ରିଲରେ ପଞ୍ଚାୟତ ଭୋଟ୍‌

ଭୁବନେଶ୍ୱର,୫।୯(ଏସଏସନିଉଜ)ଆସନ୍ତା ମାର୍ଚ୍ଚ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ହୋଇପାରେ ପଞ୍ଚାୟତ ନିର୍ବାଚନ ବୋଲି ସୂଚନା ଦେଲେ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ।ଏନେଇ କମିଶନ ଜୋରସୋରରେ ପ୍ରସ୍ତୁତି ଚଳାଇଥିବା ନେଇ ସୂଚନା ଦେଇଚନ୍ତି।ପଞ୍ଚାୟତ ନିର୍ବାଚନ ପାଇଁ ସ୍ବତନ୍ତ୍ର ଭୋଟର ତାଲିକା ପ୍ରସ୍ତୁତ କରାଯିବ।ଅକ୍ଟୋବର ୨୪ରୁ ନଭେମ୍ବର ୭ ଯାଏ ଘରକୁ ଘର ସର୍ଭେ କରାଯିବ।ସର୍ଭେ ପରେ ଭୋଟର ତାଲିକା ନେଇ ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ।ଫେବ୍ରୁଆରୀ ଦ୍ବିତୀୟ ସପ୍ତାହ ସୁଦ୍ଧା ଚୁଡ଼ାନ୍ତ ଭୋଟର ତାଲିକା ପ୍ରକାଶ […]