ଆଜିର ରାଶିଫଳ
୨୦୨୬ ମସିହା, ସେପ୍ଟେମ୍ବରମାସ, ୧୨ତାରିଖ,ଶନିବାର ।ଶ୍ରୀମନ୍ଦିରେ ଶ୍ରୀଜୀଉଙ୍କର ଦାବାଗ୍ନି ଲୀଳା, ଦ୍ବିତୀୟାର ଚନ୍ଦ୍ର ଦର୍ଶନପୂଜା ଓ ଅର୍ଘ୍ୟଦାନ,ଋତୁ-ବର୍ଷାଋତୁର (ଦ୍ବିତୀୟ ମାସ)ସୂର୍ଯ୍ୟ- ଦକ୍ଷିଣାୟନ🌄ପୁରୀକୁ ସୁର୍ଯ୍ୟୋଦୟ- ଘ୫/୩୬/୬🌅ପୁରୀକୁ ସୂର୍ଯ୍ୟାସ୍ତ- ଘ୫/୪୮ /୪୪,ଭାଦ୍ରବ ମାସ, ଶୁକ୍ଳପକ୍ଷ,ଶୌରିବାସ,ତିଥି- ପ୍ରତିପଦ ଦିବା ଘ୭/୩୦ମି ପର୍ଯ୍ୟନ୍ତ ତଦନ୍ତେ ଦ୍ବିତୀୟା ।ନକ୍ଷତ୍ର- ଉତ୍ତରାଫାଲ୍ଗୁନୀ ନକ୍ଷତ୍ର ଦିବା ଘ୧/୨୦ମି ପର୍ଯ୍ୟନ୍ତ ତଦନ୍ତେ ହସ୍ତା ନକ୍ଷତ୍ର ।ଶୁଭଯୋଗ ଦିବା ଘ୪/୧୦ମି ପର୍ଯ୍ୟନ୍ତ ତଦନ୍ତେ ଶୁକ୍ଳଯୋଗ ।କରଣ- ବବକରଣ ଦିବା ଘ୭/୩୦ମି ପର୍ଯ୍ୟନ୍ତ ତଦନ୍ତେ ବାଳବକରଣ ରାତ୍ରି ଘ୭/୬ମି ପର୍ଯ୍ୟନ୍ତ,ଯୋଗିନୀ ସ୍ଥିତି […]