Browsing daily archive

September 22, 2026

ଉଦଯାପିତ ହେଲା…

ଭୁବନେଶ୍ୱର,୨୨।୯(ଏସଏସନିଉଜ)ଜାତୀୟ ଶିକ୍ଷକ-ଶିକ୍ଷା ପରିଷଦ (ଏନ.ସି.ଟି.ଇ )ନୂଆଦିଲ୍ଲୀ ଓ ଆନ୍ତଃ ବିଶ୍ୱବିଦ୍ୟାଳୟ ଶିକ୍ଷକ ଶିକ୍ଷା ପରିଷଦ, ବନାରସ ହିନ୍ଦୁ ବିଶ୍ୱବିଦ୍ୟାଳୟ ସହଯୋଗରେ ପଟିଆ ରାଜା ମଧୁସୂଦନ ଦେବ ଡିଗ୍ରୀ ମହାବିଦ୍ୟାଳୟରେ ଆରମ୍ଭ ହୋଇଥିବା୫ ଦିନ ବ୍ୟାପୀ ଅନୁଭବାତ୍ମକ ଅଧ୍ୟାପକ ବିକାଶ କାର୍ଯ୍ୟକ୍ରମ ମଙ୍ଗଳବାର ଉଦଯାପିତ ହୋଇଯାଇଛି।୧୮ରୁ ୨୨ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁଜାତୀୟ ଶିକ୍ଷକ-ଶିକ୍ଷା ପରିଷଦର ଅଧ୍ୟକ୍ଷ ପ୍ରାଧ୍ୟାପକ ଦିବ୍ୟଜ୍ୟୋତି ମାହାନ୍ତା ଉଦ୍ଘାଟନ କରିଥିଲେ। ଉଦ୍ ଜାପନୀ ଉସବରେ ବିଦ୍ୟାଭାରତୀ ଉଚ୍ଚ ଶିକ୍ଷା ସଂସ୍ଥାନର ରାଷ୍ଟ୍ରୀୟ ସଂଗଠନ […]

ବାତ୍ୟା ନୁହେଁ ପ୍ରବଳ ବର୍ଷିବ, ୨୩ ତାରିଖ ରାତିରେ ଉପକୂଳ ଛୁଇଁବ

ଭୁବନେଶ୍ୱର,୨୨।୯(ଏସଏସନିଉଜ)ବଙ୍ଗୋପସାଗରରେ ଧୀରେ ଧୀରେ ତୀବ୍ର ହେଉଛି ଅବପାତ। ମଙ୍ଗଳବାର ରାତି ଭିତରେ ଅବପାତ ଗଭୀର ଅବପାତର ରୂପ ନେବ। ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୩ ତାରିଖ ରାତିରେ ଉପକୂଳ ଛୁଇଁବ ବୋଲି IMD ଡିଜ ଡକ୍ଟର ମୃତ୍ୟୁଞ୍ଜୟ ମହାପାତ୍ର ପ୍ରକାଶ କରିଛନ୍ତି।ବିଶାଖାପାଟଣା ଗୋପାଳପୁର ଭିତରେ ଉପକୂଳ ଅତିକ୍ରମ କରିବ। ଉପକୂଳକୁ ଆସିଲା ବେଳେ ଗଭୀର ଅବପାତର ଗତି କମିଯିବ। ଅଧିକ ସମୟ ଦକ୍ଷିଣ ଓଡ଼ିଶା ଉପକୂଳରେ ରହିବାରୁ ଅଧିକ ବର୍ଷା ହେବ ବୋଲି […]

ଆଜିର ରାଶିଫଳ

୨୦୨୬ମସିହା, ସେପ୍ଟେମ୍ବରମାସ,୨୩ତାରିଖ, ବୁଧବାର, ଶ୍ରୀମନ୍ଦିରେ ଓ ସର୍ବ ସମ୍ମତ ବାମନଜନ୍ମ, ସୁନିଆଁ, ଅ୭୧ଙ୍କ, ୧୪୩୪ସାଲ ଆରମ୍ଭ, ଗରୁଡ ପାର୍ଶ୍ବପରିବର୍ତ୍ତନ, ବୈଷ୍ଣବ ସମ୍ମତ ଏକାଦଶୀ, ବିଜୟା ମହାଦ୍ବାଦଶୀ, ମହତୀ ଦ୍ବାଦଶୀ ସ୍ନାନ, ଶକ୍ରୋତ୍ଥାପନ ଇନ୍ଦ୍ରଧ୍ବଜପୂଜା, ପୂଜାପଣ୍ଡା ନିଯୋଗ ପକ୍ଷରୁ ସୁନିଆଁଭୋଗ,ସମଦିବସ, ଶ୍ରୀଭୁବନେଶ୍ବରୀ ଜୟନ୍ତୀ,ଋତୁ- ଶରତଋତୁର (ପ୍ରଥମ ମାସ)ସୂର୍ଯ୍ୟ- ଦକ୍ଷିଣାୟନ🌄ପୁରୀକୁ ସୁର୍ଯ୍ୟୋଦୟ- ଘ୫/୩୮/୩୯🌅ପୁରୀକୁ ସୂର୍ଯ୍ୟାସ୍ତ- ଘ୫/୩୯/୦,ଭାଦ୍ରବମାସ, ଶୁକ୍ଳପକ୍ଷ ,ପଣ୍ଡିତବାସ,ତିଥି- ଦ୍ବାଦଶୀ ରାତ୍ରି ଘ୧୦/୩୪ମି ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ,ନକ୍ଷତ୍ର- ଶ୍ରବଣା ନକ୍ଷତ୍ର ଦିବା ଘ୯/୩୯ମି ପର୍ଯ୍ୟନ୍ତ ତଦନ୍ତେ ଧନିଷ୍ଠା ।ସୁକର୍ମାଯୋଗ ସନ୍ଧ୍ୟା […]