ଆଜିର ରାଶିଫଳ
ଅକ୍ଟୋବର ମାସ ୨୧ ତାରିଖ ୨୦୨୬ ମସିହା (ବୁଧବାର)ଆଶ୍ୱିନମାସ- ଶୁକ୍ଳପକ୍ଷ,ତିଥି- ଦଶମୀ ଦିବା ଘ୦୧/୫୪ ଗତେ ଏକାଦଶୀ,ନକ୍ଷତ୍ର- ଧନିଷ୍ଟା ରାତ୍ରି ଘ୦୮/୧୬ ଗତେ ଶତଭିଷା,ସୂର୍ୟୋଦୟ- ପ୍ରାତଃ ଘ୦୫/୪୭/୨ଲ୫୧,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୮/ ୧୨,ଯୋଗିନୀ ଉତ୍ତରେ ଦିବା ଘ୦୧/୫୪ ଗତେ ଅଗ୍ନିକୋଣେ,ସିଂହ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ଦଶମୀର ଏକୋଦିଷ୍ଟ ଶ୍ରାଦ୍ଧ,କାଳବେଳା-ଦିବା ଘ୦୮/୪୦ ଗତେ ଘ୧୦/୦୯ମଧ୍ୟେ, ବାରବେଳା – ଦିବା ଘ୧୧/୩୧ ଗତେ ଘ୦୧/୦୦ ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୩୫ ମଧ୍ୟେ ଓ ଘ୦୭/୨୧ ଗତେ ଘ୦୮/୧୧ମଧ୍ୟେ ଓ ଘ୧୦/୩୪ ଗତେ […]