ଆଜିର ରାଶିଫଳ
ସେପ୍ଟେମ୍ବର ମାସ ୧୭ ତାରିଖ ୨୦୨୬ ମସିହା (ଗୁରୁବାର)ଭାଦ୍ରବମାସ- ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ଦିବା ଘ୧୦/୨୧ ଗତେ ସପ୍ତମୀ,ନକ୍ଷତ୍ର- ଅନୁରାଧା ଦିବା ଘ୦୮/୧୭ ଗତେ ଜ୍ୟେଷ୍ଠା,ସୂର୍ୟୋଦୟ- ପ୍ରାତଃ ଘ୦୫/୩୮/୩୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୫/୦୦,ଯୋଗିନୀ ପଶ୍ଚିମେ ଦିବା ଘ୧୦/୨୨ ଗତେ ବାୟବ୍ୟେ,ତୁଳା ଓ କୁମ୍ଭ ରାଶିର ଘାତବାର,ସପ୍ତମୀ ର ପାର୍ବଣ ଶ୍ରାଦ୍ଧ,ମୃତେ ଦିବା ଘ୧୦/୨୨ ଗତେ ଏକପାଦ ପୁଷ୍କର ଦୋଷ,କାଳବେଳା ଓ ବାରବେଳା- ଦିବା ଘ୦୨/୪୦ ଗତେ ଘ୦୫/୪୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୧/୦୦ ଗତେ ଘ୦୩/୪୦ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର […]