ବଦଳିଲେ ବାରଙ୍ଗ ଆଇଆଇସି
କଟକ,୩୧।୫(ଏସଏସନିଉଜ) ବହୁ ବାଦ ବିବାଦ ପରେ ବଦଳିଛ୍ଚନ୍ତି ବାରଙ୍ଗ ଥାନା ଅଧିକାରୀ ନିରଞ୍ଜନ ବେହେରା।ତାଙ୍କୁ କଟକ ଡିସିପି ଅଫିସ୍କୁ ବଦଳି କରାଯାଇଛି।ତାଙ୍କ ସ୍ଥାନରେ ପୁରୀଘାଟ ଥାନା ଅଧିକାରୀ ବିଶ୍ବରଞ୍ଜନ ନାୟକଙ୍କୁ ବାରଙ୍ଗ ଥାନାର ଅତିରିକ୍ତ ଦାୟିତ୍ବ ଦିଆଯାଇଥିବାର ଜଣାପଡିଛି।ଚଣ୍ଡିପ୍ରସାଦ ଗାଁର ରାକେଶ ବେହେରାଙ୍କୁ ପୁଲିସ ଗତ ୨୪ ତାରିଖରେ ଥାର୍ଡଡିଗ୍ରୀ ଦେଇଥିବା ନେଇ ପରିବାର ଲୋକେ ଅଭିଯୋଗ ଆଣିଥିଲେ।ଏହି ଘଟଣାକୁ ଚପାଇ ଦେବାକୁ ପୁଲିସ ପକ୍ଷରୁ ଉଦ୍ୟମ କରାଯାଇଥିବା ବେଳେ ନ୍ୟାୟ ପାଇବା ପାଇଁ ଗ୍ରାମବାସୀମାନେ ବାରଙ୍ଗ […]