୪ଜଣଙ୍କୁ ହତ୍ୟାକରି ଫିଙ୍ଗିଦେଲେ !

କୋଇଡ଼ା,୧୭।୨(ଏସଏସନିଉଜ)ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ରେଳ ଟ୍ରାକ୍‌ରେ ୪ ମୃତଦେହ ଠାବ ହୋଇଛି।
ବିମଳାଗଡ଼-କିରିବୁରୁ ରେଳ ଟ୍ରାକ୍‌ ପାଖରେ ପଡ଼ିଛି ୪ ମୃତଦେହ।୨ଟି ମୃତଦେହ ଅଖା ଭିତରେ, ଆଉ ୨ଟି ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ପଡ଼ିଛି।୪ ମୃତକଙ୍କ ମଧ୍ୟରେ ୨ ଜଣ ଶିଶୁ, ଜଣେ ମହିଳା ଓ ଜଣେ ପୁରୁଷ ଥିବାର ଜଣାପଡିଛି।ଟ୍ରାକ୍‌ରେ ମୃତଦେହ ଠାବ ହେବା ପରେ ଜିଆରପି ପକ୍ଷରୁ ତନାଘନା ତଦନ୍ତ ଆରମ୍ଭ ହୋଇଛି।

Comments (0)
Add Comment