ଅଧିନାୟକ ପଦ ଛାଡ଼ିଲେ ଧୋନି

ଭୁବନେଶ୍ୱର,୨୧।୩(ଏସଏସନିଉଜ)ଆଇପିଏଲ୍‌ରେ ଚେନ୍ନାଇ ସୁପରକିଙ୍ଗ୍‌ସ ଅଧିନାୟକ ପଦ ଛାଡ଼ିଲେ ଧୋନି।ଆସନ୍ତାକାଲି ଉଦଘାଟନୀ ମ୍ୟାଚ୍‌ ପୂର୍ବରୁ ଅଧିନାୟକ ପଦ ଛାଡ଼ିଲେ।ଧୋନିଙ୍କ ସ୍ଥାନରେ ଅଧିନାୟକ ହେବେ ରୁତୁରାଜ ଗାଏକ୍ବାଡ୍।
ଧୋନିଙ୍କ ନେତୃତ୍ବରେ ୫ଥର ଟାଇଟଲ ଜିତିଛି ଚେନ୍ନାଇ।

Comments (0)
Add Comment