ଆଜି ରାଜ୍ୟରେ ୧୦ ହଜାର ଉପରେ ସଂକ୍ରମଣ, ମୃତ୧୭

ଭୁବନେଶ୍ୱର/୧୨/୫(ଏସଏସନିୟୁଜ) ୨୪ ଘଣ୍ଟାରେ ରାଜ୍ୟରେ ୧୦,୯୮୨ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ କରୋନା ସଂକ୍ରମିତଙ୍କମଧ୍ୟରୁ ୬୧୪୯ ଜଣ କ୍ବାରେଣ୍ଟାଇନ୍‌ରେ ଥିବାବେଳେ ୪୮୩୩ ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କମଧ୍ୟରେ ଖୋର୍ଦ୍ଧା ରୁ ୧୫୩୯ ସୁନ୍ଦରଗଡରୁ ୯୬୪, କଟକରୁ ୮୮୫, ଅନୁଗୁଳରୁ ୫୩୯, ସମ୍ବଲପୁରରୁ ୪୫୪, ବରଗଡରୁ ୪୩୧, ବଲାଙ୍ଗିରରୁ ୪୨୬, ପୁରୀରୁ ୩୯୮, ଝାରସୁଗୁଡାରୁ ୩୮୦, ନୂଆପଡାରୁ ୩୭୮, କଳାହାଣ୍ଡିରୁ ୩୭୦, ଯାଜପୁରରୁ ୩୪୯, ନବରଙ୍ଗପୁରରୁ ୩୩୫, ଷ୍ଟେଟପୁଲରୁ ୩୩୨, ବାଲେଶ୍ୱରରୁ ୩୦୩, କେନ୍ଦୁଝରରୁ ୨୫୩, ମୟୂରଭଞ୍ଜରୁ ୨୩୯, ଜଗତସିଂହପୁରରୁ ୨୩୨, ଭଦ୍ରକରୁ ୨୩୧, ସୋନପୁରରୁ ୨୧୫, ରାୟଗଡାରୁ ୨୧୨, କୋରାପୁଟରୁ ୧୯୫, ନୟାଗଡରୁ ୧୯୨, ଢେଙ୍କାନାଳରୁ ୧୮୯, ବୌଦ୍ଧରୁ ୧୮୦, ଗଞ୍ଜାମରୁ ୧୭୭, କେନ୍ଦ୍ରାପଡାରୁ ୧୪୧, କନ୍ଧମାଳରୁ ୧୩୪, ଦେବଗଡରୁ ୧୨୭, ଗଜପତିରୁ ୧୧୧, ମାଲକାନଗିରିରୁ ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ୧୭ଜଣ ମୃତ୍ୟୁବରଣ କରିଛନ୍ତି ମୃତକଙ୍କମଧ୍ୟରେ । ଅନୁଗୋଳ ୩,ଖୋର୍ଦ୍ଧା ୩ କଳାହାଣ୍ଡି,୨ ପୁରୀ ୨ ସୁନ୍ଦରଗଡ଼ରୁ ୨ ବାଲେଶ୍ୱର୧, ବୌଦ୍ଧ୧, ଢେଙ୍କାନାଳ୧, ଗଞ୍ଜାମ୧ ଓ ରାୟଗଡ଼ାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Comments (0)
Add Comment