ଆଜି ଭାରତରେ ଶୋକ

ଭୁବନେଶ୍ୱର,୧୧/୯(ଏସ ଏସ ନିଉଜ)ରାଣୀ ଏଲିଜାବେଥ ଦ୍ୱିତୀୟଙ୍କ ପରଲୋକରେ ଆଜି ଭାରତରେ ଶୋକ ପାଳନ।ଆଜି ଦିନିକିଆ ରାଷ୍ଟ୍ରୀୟ ଶୋକପାଳୁଛି ଭାରତ ।ଆଜି ଦେଶବ୍ୟାପି ଅର୍ଦ୍ଧ ନମିତ ରହିବ ଭାରତର ଜାତୀୟ ପତାକା।ସରକାରୀ ଭାବେ ଆୟୋଜିତ ହେବନି କୌଣସି ସାଂସ୍କୃତିକ କାର୍ଯ୍ୟକ୍ରମ।
ଆସନ୍ତା ୧୯ରେ ରାଜକୀୟ ଢଙ୍ଗରେ ହେବ ରାଣୀ ଏଲିଜା ବେଥଙ୍କ ଶେଷକୃତ୍ୟ।

Comments (0)
Add Comment