ଆଜିର ରାଶିଫଳ

ମେଂ ମାସ ୨୫ ତାରିଖ ୨୦୨୨ ମସିହା(ବୁଧବାର)
ଜ୍ୟେଷ୍ଠ-କୃଷ୍ଣପକ୍ଷ,ତିଥି- ଦଶମୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୧୩/୨୦,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୪/୪୯,
ଧନୁ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ଦଶମୀ ର ଏକୋଦିଷ୍ଟ ଓ ଏକାଦଶୀ ର ପାର୍ବଣ ଶ୍ରାଦ୍ଧ, କଳମଶାଗ ଦିବା ଘ ୧୧/୦୨ ଗତେ ଶିମ୍ବ ଭକ୍ଷଣ ନିଷେଧ।
🐏ମେଷ👉ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି
🐮ବୃଷ👉ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
👩‍❤️‍👨ମିଥୁନ👉ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
🦀କର୍କଟ👉ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
🦁ସିଂହ👉ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ
🙎‍♀️କନ୍ୟା👉ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
⚖️ତୁଳା👉ଆଜି କର୍ମ କ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
🦂ବିଛା👉ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀ ମାନେ ଅତ୍ୟନ୍ତ ସୁଖୀ ହେବେ ।
🏹ଧନୁ👉ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀ ମାନେ ଉତ୍ସାହରେ ଦିନଟି କାଟିବେ ।
🐊ମକର👉ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।
🏺କୁମ୍ଭ👉ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
🐟ମୀନ👉ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।
‌!! ଯେମିତି ଖୁବ୍ ଅପରିଷ୍କାର ପାଣିକୁ ଯେତେ ଚେଷ୍ଟା କରିବି ବିଶୋଧନ କରି ହୁଏ ନାହିଁ, ଠିକ୍ ସେମିତି ଖରାପ ଲୋକଙ୍କୁ ଯେତେ ଅଧିକ ଭଲ ପାଇ ପରିବର୍ତ୍ତନ ପାଇଁ ଚେଷ୍ଟା କଲେ ବି ତାଙ୍କର କିଛି ପରିବର୍ତ୍ତନ ହୁଏ ନାହିଁ । ତେଣୁ ତାଙ୍କ ଠୁ ଦୂରେଇ ଯିବା ଉଚିତ୍ ନ ହେଲେ ନିଜର କ୍ଷତି ହେବା ଥୟ!!
🙏ଜୟ ଜଗନ୍ନାଥ,ଜୟ ସୋମନାଥ🙏🏻

Comments (0)
Add Comment