ଆଜିର ରାଶିଫଳ
ମଇ ମାସ ୧୨ ତାରିଖ ୨୦୨୧ ମସିହା(ବୁଧବାର)ବୈଶାଖ ମାସ-ଶୁକ୍ଳପକ୍ଷ,ତିଥି-ପ୍ରତିପଦ ନକ୍ଷତ୍ର-କୃତ୍ତିକା.ବିଛା ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ପାଣିକଖାରୁ ବୋଇତି କଖାରୁ ଭକ୍ଷଣ ନିଷେଧ । ମେଷ-ଆଜି ଯାତ୍ରା, ବ୍ୟବସାୟ, ନୂତନ ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ସଭାସମିତି ଓ ନୂତନକାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ। କର୍ମକ୍ଷେତ୍ରରେ ସାଧାରଣ ଘଟଣାରେ ମନସ୍ତାପ କରିବାକୁ ପଡିପାରେ। ବୃଷ-ଆଜି କୌଣସି କର୍ମାରମ୍ଭ ପାଇଁ ମନ୍ଦ ନ ହେଲେ […]