ଆଜିର ରାଶିଫଳ
ମଇ ମାସ ୦୫ ତାରିଖ ୨୦୨୧ ମସିହା(ବୁଧବାର)ବୈଶାଖ ମାସ-କୃଷ୍ଣପକ୍ଷ,ତିଥି-ନବମୀ ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,କର୍କଟ ରାଶିର ଘାତବାର,ନବମୀ ର ଏକୋଦିଷ୍ଟ ଓ ଦଶମୀ ପାର୍ବଣ ଶ୍ରାଦ୍ଧ,ଲାଉ କଳମଶ।ଗ ଭକ୍ଷଣ ନିଷେଧ। ମେଷ-ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ର କୃତକାର୍ଯ୍ୟ ହେବେ। ହରେଇଥିବା ଦ୍ରବ୍ୟ ଫେରି ପାଇବେ। ମହିଳାମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ। ବୃଷ- ହସଖୁସିରେ ସମୟ ବିତାଇବେ। ପରିବାରରେ […]