୨୪ ଘଂଟାରେ ରାଜ୍ୟରେ ୪,୭୬୧ ନୂଆ କରୋନା ପଜିଟିଭ୍
ଭୁବନେଶ୍ୱର,୨୦/୪(ଏସ୍ଏସ୍ନିୟୁଜ)ପୁଣି ଚିନ୍ତା ବଢାଇଲାଣି କରୋନା ।ଗତ୨୪ ଘଂଟାରେ ରାଜ୍ୟରେ ୪,୭୬୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବାବେଲେ ସଙ୍ଗରୋଧରୁ ୨୭୮୫ ଓ ସ୍ଥାନୀୟ ଅଞ୍ଚଳରୁ ୧୯୭୬ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ପାଞ୍ଚଜଣଙ୍କର ମୃତ୍ୟୁ ଘଟିଛି ।ସେମାନଙ୍କ ମଧ୍ୟରେ ନୂଆପଡ଼ାରୁ ୩ ଜଣ ଏବଂ କେନ୍ଦୁଝର ଓ ରାୟଗଡ଼ାରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟର ମୋଟ ମୃତ୍ୟୁ ସଂଖ୍ୟା ୧୯୫୩କୁ ବୃଦ୍ଧି ପାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ […]