ବାରଙ୍ଗରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ
ବାରଙ୍ଗ,୮/୩(ଏସଏସନିୟୁଜ)ଆନ୍ତର୍ଜାତୀୟ ମହିଳା ଦିବସ ଭୁବନେଶ୍ୱର ଉପକଣ୍ଠ କେନ୍ଦୁପାଟଣା ଗ୍ରାମ ଡ୍ରିମ୍ ଭିଲାରେ ପାଳନ ହୋଇଯାଇଛି।ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଏହି ଦିବସ ପାଳନ କରାଯାଏ।ଆଜିର ଏହି କାର୍ୟ୍ୟକ୍ରମରେ ଅଞ୍ଚଳର ବହୁ ମହିଳା ଓ ଯୁବତୀ ଯୋଗ ଦେଇଥିଲେ।ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ବଳନ କରାଯାଇ କାର୍ଯ୍ୟକ୍ରମ ଶୁଭାରମ୍ଭ ହୋଇଥିଲା। ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଥିବା ଦର୍ଶକ ମାନଙ୍କ ମଧ୍ୟରେ ଏକ କୁଇଜ୍ ପ୍ରତିଯୋଗିତା ଆୟୋଜନ ହୋଇଥିଲା।ପରେ ଏଥିରେ ସଠିକ୍ ଉତରଦାତାଙ୍କୁ ପୁରସ୍କୃତ କରାଯାଇଥିଲା।ଏଥିସହ ପିଲାମାନଙ୍କ ଦ୍ଵାରା […]