ଆଜିର ରାଶିଫଳ
ଫେବୃଆରୀ ୦୨ ତାରିଖ ୨୦୨୧ ମସିହା(ମଙ୍ଗଳବାର)ମାଘମାସ-କୃଷ୍ଣପକ୍ଷ,ତିଥି-ପଞ୍ଚମୀ ,ବୃଷ ରାଶିର ଘାତଚନ୍ଦ୍ର,ମକର ରାଶିର ଘାତବାର,ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବେଲ ନିମ୍ବ ଭକ୍ଷଣ ନିଷେଧ। ମେଷ-ଆଜି ପ୍ରଶାସନ, ପରିବହନ ଓ ବିବାଦୀୟକ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକରି ହେବେ। ଲକ୍ଷ୍ୟସ୍ଥଳକୁ ଯିବା ରାସ୍ତାରେ ମିତ୍ରତା ସ୍ଥାପନ କରିବାର ସୁଯୋଗ ପାବବେ ଆପଣଙ୍କୁ ସମ୍ମୁଖରେ ଭଲ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣି ଅଶାନ୍ତି ଅନୁଭବ କରିବେ। ବୃଷ-ଆଜି ଅଫିସରେ କାର୍ଯ୍ୟବ୍ୟସ୍ତତା ଯୋଗୁ କେତେକ […]