Browsing author

SATYA SANDHANA DESK

ନକଲି ଫିନାଇଲ ଫେରିଲା

ଭୁବନେଶ୍ୱର,୨୯ା୮(ଏସଏସନିଉଜ) ନନ୍ଦନକାନନରେ ଯୋଗାଣ ହେଉଥିବା ନକଲି ଫିନାଇଲ ଉପରୁ ଏବେ ପରଦା ଉଠିଛି । ଷ୍ଟୋର ବିଭାଗରେ ଜଣେ ଗାର୍ଡ ଏହାକୁ ଗ୍ରହଣ ନକରିବାରୁ ଠିକାଦାରଠାରୁ ମାଡଖାଇବା ଭଳି ଅଭିଯୋଗ ଆସିଥିଲା ।ପରେ ଏହାକୁ ଜଣେ ଫରେଷ୍ଟର କରିଥିଲେ ।ପରେ ଗଣମାଧ୍ୟମରେ ଏହାର ଚର୍ଚ୍ଚା ଯୋରଧରିବାପରେ ଜନ୍ତୁବିଭାଗ ଏସିଏଫ ଏହାରତଦନ୍ତ କରିଥିଲେ ।ପରେ ଗ୍ରହଣ କରାଯାଇଥିବା ନକଲି ଫିନାଇଲ ଫେରାଯାଇଥିଲା ।ଏହି ଘଟଣାପରେ କିଛି ବଡବଡିଆ ଅଧିକାରୀମାନଙ୍କ ସୁପାରିସରେବିନା ଟେଣ୍ଡରରେ ନକଲି ଫିନାଇଲ ଯୋଗାଣ ହେଉଥିବାର ସ୍ପଷ୍ଟ […]

ଆଜିର ରାଶିଫଳ

୨୦୨୬ମସିହା,ଅଗଷ୍ଟମାସ, ୩୦ତାରିଖ, ରବିବାର।ଖୁଦୁରୁକୁଣୀଓଷା ଆରମ୍ଭ,କୋଶଳଯାତ୍ରା ।ଋତୁ-ବର୍ଷାଋତୁର(ଦ୍ବିତୀୟମାସ)ସୂର୍ଯ୍ୟ-ଦକ୍ଷିଣାୟନ🌄ପୁରୀକୁ ସୁର୍ଯ୍ୟୋଦୟ- ଘ୫/୩୩/୩୬🌅ପୁରୀକୁ ସୂର୍ଯ୍ୟାସ୍ତ- ଘ୬/୦/୨୦ଭାଦ୍ରବମାସ,କୃଷ୍ଣପକ୍ଷ ,ଆଦିତ୍ୟବାସ ,ତିଥି-ଦ୍ବିତୀୟା ଦିବାଘ୯/୪୫ମିପର୍ଯ୍ୟନ୍ତ ତଦନ୍ତେ ତୃତୀୟା ।ନକ୍ଷତ୍ର- ଉତ୍ତରାଭାଦ୍ର ନକ୍ଷତ୍ର ରାତ୍ରି ଘ୪/୧୭ମିପର୍ଯ୍ୟନ୍ତ ତଦନ୍ତେ ରେବତୀନକ୍ଷତ୍ର ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା-ଯୋଗିନୀ ଉତ୍ତରଦିଗରେ, ଦିବା ଘ୯/୨୮ମିପରେ ଆଗ୍ନେୟ କୋଣରେ । ପାପଯୁକ୍ତ ଓ ବିଷ୍ଟିକରଣଦୋଷ ହେତୁ ଯାତ୍ରାଦି ଶୁଭକର୍ମ ନିଷେଧ ।ଚନ୍ଦ୍ରଶୁଦ୍ଧି- ମେଷ,ବୃଷ, ମିଥୁନ,କନ୍ୟା,ତୁଳା,ମକର ଓ ମୀନ ଏହି ରାଶିମାନଙ୍କର ଚନ୍ଦ୍ରଶୁଦ୍ଧି ।ଘାତଚନ୍ଦ୍ର-ଧନୁରାଶିର ଘାତଚନ୍ଦ୍ର ।ଘାତବାର-ମେଷ ରାଶିର ଘାତବାର।ତାରାଶୁଦ୍ଧି-୧।୩।୫।୭।୯।୧୦।୧୨।୧୪।୧୬।୧୮।୧୯।୨୧।୨୩।୨୫।୨୭ ଏହି ନକ୍ଷତ୍ରମାନଙ୍କର ଏବଂ ରାତ୍ରି […]

ଶ୍ରୀଶ୍ରୀ ବିଶ୍ୱବିଦ୍ୟାଳୟରେ ଜାତୀୟ କ୍ରୀଡ଼ାଦିବସ

କଟକ,୨୯।୮(ଏସଏସନିଉଜ)ଫିଟନେସ୍‌, ଶୃଙ୍ଖଳା, ଦୃଢ଼ତା ଓ କ୍ରୀଡ଼ା ଉତ୍କର୍ଷ ଭାବନା ସହିତ ସ୍ଥାନୀୟ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ଶନିବାର ଜାତୀୟ କ୍ରୀଡ଼ାଦିବସ-୨୦୨୬ ଅତ୍ୟନ୍ତ ଉତ୍ସାହ ସହକାରେ ପାଳିତ ହୋଇଯାଇଛି। ଏହି ଅବସରରେ ୧୦୦ରୁଅଧିକ ବିଦ୍ୟାର୍ଥୀ, ଅଧ୍ୟାପକ-ଅଧ୍ୟାପିକା ଓ କର୍ମଚାରୀ ଉତ୍ସାହର ସହ ଅଂଶଗ୍ରହଣ କରିଥିଲେ।ପ୍ରାରମ୍ଭରେ ବିଦ୍ୟାର୍ଥୀ କଲ୍ୟାଣ ବିଭାଗ ଡିନ୍‌ ଡ.ଜୟପ୍ରକାଶ ଭଟ୍ଟ ମୁଖ୍ୟ ଅତିଥି ଭାରତୀୟ ଭଲିବଲ୍‌ (ମହିଳା)ଖେଳାଳି ଶିବାନୀ ପ୍ରିୟଦର୍ଶିନୀ,ବିଶିଷ୍ଟ ଅତିଥିବୃନ୍ଦ, ବିଦ୍ୟାର୍ଥୀ, ଅଧ୍ୟାପକ-ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ସ୍ୱାଗତ କରି ବିଦ୍ୟାର୍ଥୀ ଜୀବନରେ କ୍ରୀଡ଼ାର […]

ଆଜିର ରାଶିଫଳ

ଅଗଷ୍ଟ ମାସ ୨୯ ତାରିଖ ୨୦୨୬ ମସିହା (ଶନିବାର)ଭାଦ୍ରବମାସ- କୁଷ୍ଣପକ୍ଷ,ତିଥି- ପ୍ରତିପଦ ଦିବା ଘ୦୯/୫୦ ଗତେ ଦ୍ୱିତୀୟା,ନକ୍ଷତ୍ର- ପୂର୍ବଭାଦ୍ର ରାତ୍ରି ଘ୦୪/୧୫ ଗତେ ଉତ୍ତରଭାଦ୍ର,ସୂର୍ୟୋଦୟ- ପ୍ରାତଃ ଘ୦୫/୩୪/୩୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୨/୧୨,ଯୋଗିନୀ ପୂର୍ବେ ଦିବା ଘ୦୯/୫୦ ଗତେ ଉତ୍ତରେ, ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର, ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ଦ୍ୱିତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କାଳବେଳା-ଦିବା ଘ୦୭/୦୮ ମଧ୍ୟେ ଓ ଘ୦୪/୨୭ ଗତେ ଘ୦୬/୦୩ମଧ୍ୟେ,ବାରବେଳା- ଦିବା ଘ୦୧/୨୦ ଗତେ ଘ୦୨/୫୫ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା […]

ରାଖୀ ବାନ୍ଧିଲେ ଓ ନିଶାମୁକ୍ତି ପାଇଁ ଶପଥପାଠ କଲେ

ଭୁବନେଶ୍ୱର,୨୮।୮(ଏସଏସନିଉଜ)ପବିତ୍ର ରାଖୀପୂର୍ଣ୍ଣିମା ଅବସରରେ ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ବିଭିନ୍ନସ୍ଥାନରେ ଆୟୋଜିତ ରାଖୀପର୍ବ କାର୍ଯ୍ୟକ୍ରମରେ ବିଜେପିର ବରିଷ୍ଠନେତା ଗୋଲକମହାପାତ୍ର ଯୋଗଦେଇଛନ୍ତି। ନୀଳାଦ୍ରିବିହାରଠାରେ ଶ୍ରମିକଭାଇମାନଙ୍କ ସହ ରାଖୀପୂର୍ଣ୍ଣିମା ପାଳନ କରିବା ସହ ସେମାନଙ୍କୁ ରାଖୀ ବାନ୍ଧିଥିଲେ ଶ୍ରୀମହାପାତ୍ର।ଏହିଅବସରରେ ନିଶାଦ୍ରବ୍ୟଠାରୁ ଦୂରେଇ ରହିବା,ନିଶାର କୁପ୍ରଭାବ ସମ୍ପର୍କରେ ସଚେତନହେବା ଏବଂ ଏକ ସୁସ୍ଥ,ସୁନ୍ଦର ଓ ନିଶାମୁକ୍ତ ସମାଜ ଗଠନପାଇଁ ସମସ୍ତଙ୍କୁ ସାମୂହିକଭାବେ ଶପଥପାଠ କରାଇଥିଲେ। ସେହିପରି ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀସ୍ଥିତ ‘ଆଶାକିରଣ ଫାଉଣ୍ଡେସନ’ର ପିଲାମାନଙ୍କ ସହ ରାଖୀ ପୂର୍ଣ୍ଣିମାର ଖୁସି ବାଣ୍ଟିଥିଲେ ଶ୍ରୀ […]

ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୮।୮(ଏସଏସନିଉଜ)ହିତାଧିକାରୀଙ୍କ ଖାତାକୁଗଲା`ସୁଭଦ୍ରା’ଟଙ୍କା।ସୁଭଦ୍ରା’ଯୋଜନାର ୫ମକିସ୍ତି ପ୍ରଦାନକଲେ ମୁଖ୍ୟମନ୍ତ୍ରୀ।ନୟାଗଡ଼ ଲାଠିପଡ଼ା ସଭାମଞ୍ଚରେ ଟଙ୍କା ପ୍ରଦାନକଲେ।୧କୋଟି ୩ଲକ୍ଷ ମହିଳାଙ୍କ ଖାତାକୁ ଗଲା `ସୁଭଦ୍ରା’ଟଙ୍କା।ପ୍ରଥମଥର ପାଇଲେ ୨ଲକ୍ଷ୨୧ହଜାର୫୪ ହିତାଧିକାରୀ।

ନନ୍ଦନକାନନରେ ମାର୍ମୋସେଟର ମୃତ୍ୟୁ

ଭୁବନେଶ୍ୱର,୨୭|୮(ଏସଏସନିଉଜ)ବୁଧବାର ନବଜାତ ଗୟଳ ଛୁଆ ଜନ୍ମର ୪୮ ଘଣ୍ଟା ନ ପୁରୁଣୁ ମୃତ୍ୟୁ ହୋଇଥିବାବେଳେ ଗୁରୁବାର ପୁଣି ବାନର ଦୁନିଆଁରେଥିବା ବିଦେଶୀ ଜେଫ୍ରି ମାର୍ମୋସେଟ୍ ମାଙ୍କଡ ନିଜ ଘେରା ଭିତରେ ମରିପଡିଥିବାର ଜଣାପଡିଛି।ସାପ କାମୁଡାରେ ମାର୍ମୋସେଟ୍ ର ମୃତ୍ୟୁ ହୋଇଥିବାର ସନ୍ଦେହ କରାଯାଉଥିବା ବେଳେ ବ୍ୟବଚ୍ଛେଦ ପରେ ମୃତ୍ୟୁର ପକୃତ୍ କାରଣ ଜଣାପଡିବ।ତେବେ ଖୁଆଡକୁ କିପରି ସାପ ଆସିଲା ତାହାକୁ ନେଇ ଏବେ ବଡପ୍ରଶ୍ନବାଚୀ ସ୍ତ୍ମୃଷ୍ଟି କରିଛି।ଏହାସହ ଜନ୍ତୁବିଭାଗ ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତାକୁନେଇ ମଧ୍ୟ ସନ୍ଦେହ ଦେଖାଦେଇଛି।ସୂଚନା ଯୋଗ୍ୟଯେ,୧୨ […]

୭ଦିନ ଧରି ଚିକିତ୍ସା ସତ୍ତ୍ୱେ ଚାଲିଗଲା ଜୀବନ

ଭୁବନେଶ୍ୱର,୨୭।୮(ଏସଏସନିଉଜ)ଅରିଲୋ ସ୍ଥିତ ଓମଫେଡ କମ୍ପାନୀ ପରିସରରେ ଲିଫ୍ଟରୁ ଖସିପଡ଼ି ଗୁରୁତର ହୋଇ ଚିକିତ୍ସାଧିନ ଥିବା ଠିକା କର୍ମଚାରୀ ଅପୁ ପଣ୍ଡାଙ୍କର ଗୁରୁବାର ଦିନ ମୃତ୍ୟୁ ଘଟିଛି।ଏହା ଜଣାପଡିବା ପରେ କାଳେ କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ସେଥିପାଇଁ ଓମଫେଡ ପ୍ଲାଣ୍ଟ ଆଗରେ ବାରଙ୍ଗ ଥାନାପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା। ପ୍ରକାଶ ଯେ,ରତାଗଡ଼ ଗ୍ରାମର ନିରଞ୍ଜନ ପଣ୍ଡାଙ୍କର ସାନପୁଅ ଅପୁପଣ୍ଡା(୨୮) ଓମଫେଡ୍ କମ୍ପାନୀରେ ଠିକାକର୍ମଚାରୀ ଭାବେ କାର୍ଯ୍ୟ କରୁଥିଲେ।ଶୁକ୍ରବାର ଦିନ ଓମଫେଡ୍ ପ୍ଲାଣ୍ଟର ଲିଫ୍ଟରେ […]

ଆଜିର ରାଶିଫଳ

ଅଗଷ୍ଟମାସ ୨୮ତାରିଖ ୨୦୨୬ମସିହା(ଶୁକ୍ରବାର)ଶ୍ରାବଣମାସ- ଶୁକ୍ଳପକ୍ଷ,ତିଥି- ପୂର୍ଣ୍ଣିମା ଦିବାଘ୦୯/୪୪ ଗତେ ପ୍ରତିପଦ,ନକ୍ଷତ୍ର- ଶତଭିଷା ରାତ୍ରି ଘ୦୩/୫୦ ଗତେ ପୂର୍ବଭାଦ୍ର,ସୂର୍ୟୋଦୟ- ପ୍ରାତଃ ଘ୦୫/୩୪/୧୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୨,ଯୋଗିନୀ ବାୟବ୍ୟେ ଦିବା ଘ୦୯/୪୪ ଗତେ ପୂର୍ବେ,ମିଥୁନ ଓ ମୀନ ରାଶିର ଘାତଚନ୍ଦ୍ର,ବିଛା,ଧନୁ ଓ ମୀନରାଶିର ଘାତବାର,ପ୍ରତିପଦ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କାଳବେଳା ଓ।ବାରବେଳା- ଦିବା ଘ୦୮/୪୦ ଗତେ ଘ୧୧/୫୦ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୭/୧୦ ମଧ୍ୟେ ଓ ଘ୦୭/୫୮ଗତେ ଘ୦୮/୩୯ମଧ୍ୟେ ଓ ଘ୧୨/୪୫ ଗତେ ଘ୦୨/୨୨ ମଧ୍ୟେ ଓ ଘ୦୩/୬୯ ଗତେ ଘ୦୫/୩୫ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- […]

ଚାଲିଗଲା ଗୟଳ ଶାବକର ଜୀବନ

ବାରଙ୍ଗ,୨୭।୮(ଏସଏସନିଉଜ) ସୋମବାର ବିଳମ୍ବିତ ରାତିରେ ଜନ୍ମ ହୋଇଥିବା ବିରଳ ଗୟଳ ଶାବକ ବୁଧବାର ସକାଳେ ଆଖବୁଜିଛି । ହେଲେ ଏହି ମୃତ୍ୟୁକୁ ନେଇ ନନ୍ଦନକାନନ କର୍ତ୍ତୃପକ୍ଷ ମୁହଁ ଖୋଲୁନାହାନ୍ତି। ବନ୍ୟପ୍ରାଣୀ ସୁରକ୍ଷା ଆଇନ ଅନୁଯାୟୀ ପ୍ରତ୍ୟେକ ବନ୍ୟପ୍ରାଣୀ ମୃତ୍ୟୁର ରିପୋର୍ଟ ସାର୍ବଜନୀନ କରିବା ବାଧ୍ୟତାମୂଳକ। ହେଲେ ଏଠି ନୀରବତା ଅନେକ ପ୍ରଶ୍ନ ଛିଡା କରୁଛି। ସୂଚନାଯୋଗ୍ୟଯେ, ସୋମବାର ବିଳମ୍ବିତ ରାତିରେ ମା ଗୟଳ ଏକ ମାଇ ଶାବକଟିକୁ ଜନ୍ମ ଦେଇଥିଲା।ଜନ୍ମ ହେବା ପରଠାରୁ ହିଁ ଶାବକଟି ଅତ୍ୟନ୍ତ […]