Browsing author

SATYA SANDHANA DESK

ଆଜିର ରାଶିଫଳ

ଅପ୍ରେଲମାସ ୦୩ତାରିଖ ୨୦୨୫ମସିହା (ଗୁରୁବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ଷଷ୍ଠୀ ରାତ୍ରି ଘ୦୯/୫୩ ଗତେ ସପ୍ତମୀ,ନକ୍ଷତ୍ର- ରୋହିଣୀ ଦିବା ଘ୦୭/୪୧ ଗତେ ମୃଗଶିରା,ସୁର୍ୟୋଦୟ-ପ୍ରାତଃ ଘ୦୫/୪୩/୩୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/୫୨, ଯୋଗିନୀ ପଶ୍ଚିମେ ରାତ୍ରି ଘ୦୯/୫୪ ଗତେ ବାୟବ୍ୟେ,କନ୍ୟାରାଶିର ଘାତଚନ୍ଦ୍ର,ତୁଳା ଓ କୁମ୍ଭ ରାଶିର ଘାତବାର,ଷଷ୍ଠୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଅଦ୍ୟ ମୃତେ ଦିବା ଘ୦୯/୫୪ ଗତେ ଏକପାଦ ପୁଷ୍କର ଦୋଷ,କାଳବେଳା ଓ ବାରବେଳା – ଦିବା ଘ୦୨/୫୬ ଗତେ ଘ୦୬/୦୧ମଧ୍ୟେ,ବିଶୁଦ୍ଧ ଅମୃତ ବେଳା-ରାତ୍ରି ଘ୦୧/୧୧ଗତେ ଘ୦୩/୩୬ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା […]

ଆଜିର ରାଶିଫଳ

ଅପ୍ରେଲମାସ ୦୨ତାରିଖ ୨୦୨୫ ମସିହା (ବୁଧବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ପଞ୍ଚମୀ ରାତ୍ରି ଘ୧୧/୫୩ ଗତେ ଷଷ୍ଠୀ,ନକ୍ଷତ୍ର- କୃତ୍ତିକା ଦିବା ଘ୦୯/୨୪ ଗତେ ରୋହିଣୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୪/୨୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୮/ ୪୨,ଯୋଗିନୀ ଦକ୍ଷିଣେ ରାତ୍ରି ଘ୧୧/୫୩ ଗତେ ପଶ୍ଚିମେ, ବିଛାରାଶିର ଘାତଚନ୍ଦ୍ର,କର୍କଟରାଶିର ଘାତବାର,ପଞ୍ଚମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ଅଦ୍ୟ ମୃତେ ଦିବା ଘ୦୯/୨୪ ମଧ୍ୟେ ଏକପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୮/୪୫ ଗତେ ଘ୧୦/୧୮ ମଧ୍ୟେ,ବାରବେଳା – ଦିବା ଘ୧୧/୪୯ ଗତେ ଘ୦୧/୨୨ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୧୮ମଧ୍ୟେ ଓ ଘ୦୧/୨୩ ଗତେ […]

ଆଜିର ରାଶିଫଳ

ଅପ୍ରେଲମାସ ୦୧ତାରିଖ ୨୦୨୫ମସିହା (ମଙ୍ଗଳବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି-ଚତୁର୍ଥୀ ରାତ୍ରିଘ୦୨/୩୧ଗତେ ପଞ୍ଚମୀନକ୍ଷତ୍ର-ଦ୍ଵିଜା ଦିବା ଘ୧୧/୨୭ଗତେ କୃତ୍ତିକା ,ଚନ୍ଦ୍ର-ମେଷ ଦିବାଘ୦୫/୦୩ଗତେ ବୃଷ ସୁର୍ୟୋଦୟ-ପ୍ରାତଃଘ୦୫/୪୫/୧୭ .ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୫/୫୮/୨୨ ,ଯୋଗିନୀ ନୈରୁତେ ରାତ୍ରି ଘ୦୨/୩୧ଗତେ ଦକ୍ଷିଣେ ,ବିଛାରାଶିର ଘାତଚନ୍ଦ୍ର ,ମକରରାଶିର ଘାତବାର ,ଚତୁର୍ଥୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ଅଦ୍ୟ ମୃତେ ଏକପାଦ ଦିବାଘ୧୧/୨୭ଗତେ ଦ୍ଵୀପାଦ ପୁଷ୍କରଦୋଷ ,କାଳବେଊକ୍ଟଳା -ଦିବା ଘ୦୧/୨୨ଗତେ ଘ୦୨/୫୫ମଧ୍ୟେ ,ବାରବେଳା -ଦିବା ଘ୦୭/୧୩ଗତେ ଘ୦୮/୪୬ମଧ୍ୟେ ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୮/୪୭ଗତେ ଘ୧୦/୩୧ ମଧ୍ୟେଘ୧୨/୫୪ଗତେ ଘ୦୧/୨୧ମଧ୍ୟେ ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନା,ଅଦ୍ୟ ମୂଳାଭକ୍ଷଣ ନିଷେଧ।ଆଜିର ରାଶିଫଳ ମେଷ:-ଆଜିଦିନଟି […]

ଗୋଷ୍ଠୀ ସଂଘର୍ଷରୁ ଘର ଜାଳିଦେଲେ

ବାଙ୍କୀ,୩୧।୩(ଏସଏସନିୟୁଜ) ଗୋଷ୍ଠୀ ସଂଘର୍ଷରୁ ଘର ଜାଳିଦେଲେ ଦୁବୃର୍ତ୍ତ।ତାଳବସ୍ତ ବନହରା ଆଦିବାସୀ ସାହିରେ ଗୋଷ୍ଠୀ ସଂଘର୍ଷ ପରେ ଏଭଳି ଚିତ୍ର ଦେଖିବାକୁ ମିଳିଛି।ପରସ୍ପରକୁ ଟେକାପଥର ମାଡ଼ ପରେ ଘରେ ନିଆଁ ଲଗାଇ ଦେଇଛନ୍ତି।ଯାହାଫଳରେ ୪ ବଖରା ଘର ଜଳିଯାଇଛି। ଗୋଷ୍ଠୀ ସଂଘର୍ଷ ପରେ ୧୨ଜଣ ଆହତ ହୋଇଥିବାର ଜଣାପଡିଛି।କାଜୁଜଙ୍ଗଲ ନିଲାମକୁ ନେଇ ଗୋଷ୍ଠୀ ସଂଘର୍ଷ ହୋଇଥିବା ବେଳେ ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଥାନାରେ ଅଟକ ରଖିଥିବାର ଜଣାପଡିଛି।

ଦଣ୍ଡନାଚବେଳେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା

ଭୁବନେଶ୍ଵର,୩୧।୩(ଏସଏସନିୟୁଜ)ବ୍ରହ୍ମପୁରରେ ଦଣ୍ଡନାଚ ଯାତ୍ରା ବେଳେ ହତ୍ୟାକାଣ୍ଡ ଘଟିଛି । ବଡ଼ବଜାର ଥାନା ଜେନାସାହିରେ ଚାଲିଥିବା ବେଲଗାଁ ଦଣ୍ଡନାଚ ଯାତ୍ରାରେ ଯୁବକଙ୍କୁ ହତ୍ୟାକରିଛନ୍ତି ବାପା-ପୁଅ ।ମୃତକ ହେଉଛନ୍ତି ବେଲଗାଁ ଅଞ୍ଚଳର ଜଗଦୀଶ ପାଣିଗ୍ରାହୀ । ଗତକାଲି ରାତିରେ କୌଣସି କାରଣକୁ ନେଇ ଯାତ୍ରା ଅଧିକାରୀ ତ୍ରିନାଥ ପାଣିଗ୍ରାହୀ ଓ ତାଙ୍କ ପୁଅଙ୍କ ପ୍ରଦୀପ ପାଣିଗ୍ରାହୀଙ୍କ ସହ ଜଗଦୀଶଙ୍କ ଭୋଗ ଖାଇବାକୁ ନେଇ ବଚସା ହୋଇଥିଲା । ପରେ ବାପା ଓ ପୁଅ ଜଗଦୀଶଙ୍କୁ ଛୁରୀରେ ଆକ୍ରମଣ କରିଥିଲେ । […]

ଆଜିର ରାଶିଫଳ

ମାର୍ଚ୍ଚମାସ ୩୧ତାରିଖ ୨୦୨୫ମସିହା(ସୋମବାର) ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ଦ୍ଵିତୀୟା ଦିବା ଘ୦୯/୦୪ ଗତେ ତୃତୀୟା,ନକ୍ଷତ୍ର- ଅଶ୍ଵିନୀ ଦିବା ଘ୦୨/୧୪ ଗତେ ଦ୍ଵିଜା,ସୁର୍ୟୋଦୟ-ପ୍ରାତଃ ଘ୦୫/୪୬/ ୦/୧୭,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫ /୫୮/୦୮,ଯୋଗିନୀ ଉତ୍ତରେ ଦିବା ଘ୦୯/୦୪ ଗତେ ଅଗ୍ନିକୋଣେ, ମେଷରାଶିର ଘାତଚନ୍ଦ୍ର,ମିଥୁନରାଶିର ଘାତବାର, ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଅଦ୍ୟ ମୃତେ ଏକପାଦ ଦିବା ଘ୦୮/୦୪ଗତେ ଏକପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୭/ ୧୫ ଗତେ ଘ୦୮/୪୮ମଧ୍ୟେ,ବାରବେଳା -ଦିବା ଘ୦୨/୫୫ ଗତେ ଘ୦୪/୨୮ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/ ୧୪ମଧ୍ୟେ ଓ ଘ୧୦/୩୧ […]

ବେଙ୍ଗାଲୁରୁ-କାମାକ୍ଷା ସୁପରଫାଷ୍ଟ ଏକ୍ସପ୍ରେସ୍ ଲାଇନଚ୍ୟୁତ

ଭୁବନେଶ୍ଵର,୩୦।୩(ଏସଏସନିୟୁଜ)କଟକଜିଲ୍ଲା ଚୌଦ୍ୱାରର ନିର୍ଗୁଣ୍ଡି ନିକଟରେ କାମାକ୍ଷା ଏକ୍ସପ୍ରେସ୍ ମଙ୍ଗୁଳି ପାସେଞ୍ଜର ହଲ୍ଟ ନିକଟରେ ଲାଇନଚ୍ୟୁତ ହୋଇଛି।ଏପର୍ଯ୍ୟନ୍ତ ସୁଦ୍ଧା କେହି ମୃତାହତ ହୋଇଥିବାର ପୂର୍ବତଟ ରେଳବାଇ ପାଖରେ ସୂଚନା ନଥିବାର କୁହାଯାଇଛି। ପୂର୍ବାହ୍ନ ୧୧.୪୫ ମିନିଟରେ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଥିବା ବେଳେ ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଛି। ଏହାପରେ ଯାତ୍ରୀମାନଙ୍କୁ ଅନ୍ୟ ଟ୍ରେନରେ ପଠାଇବାର ବ୍ୟବସ୍ଥା କରାଯାଉଛି। ଖବର ପାଇଁ ରେଳବାଇ ପୋଲିସ, ଏନଡିଆରଏଫ ଓ ଫାୟାର ଟିମ୍,ଘଟଣାସ୍ଥଳରେ ପହଞ୍ଚିଛି । ତେବେ କେଉଁ ପରିସ୍ଥିତିରେ […]

ହାତୀଭଳି ବଜେଟ, ପିମ୍ପୁଡି ଭଳି ଖର୍ଚ୍ଚ- ଅରୁଣ

ଭୁବନେଶ୍ବର,୩୦।୩(ଏସଏସନିୟୁଜ)ବ୍ୟୟ ମଞ୍ଜୁରୀ ବିଲ ଆଲୋଚନାରେ ଭାଗ ନେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ।ସେ କହିଲେ, ଡବଲ ଇଂଜିନ ସରକାରର ଜୀବନ ଅଶାନ୍ତ ବାତାବରଣ ଓ ଅସ୍ଥିରତା ଭିତରେ ଗତି କରୁଛି। ଡଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ ପାଉଛି। ଭାରତୀୟଙ୍କ ହାତରେ କଡୀ ଓ ଗୋଡ଼ରେ ପେଡି ଲଗାଇ ଅଣା ଯାଉଥିବାବେଳେ ଟ୍ରମ୍ପଙ୍କ ଆଶୀର୍ବାଦ ପାଇଁ ଲାଇନରେ ଠିଆ ହୋଇଛନ୍ତି।ଲୁଟେରାମାନେ ଭାରତ ଲୁଟି ବିଦେଶରେ ଆରାମରେ ଅଛନ୍ତି। […]

ଆଜିର ରାଶିଫଳ

ମାର୍ଚ୍ଚମାସ ୩୦ତାରିଖ ୨୦୨୫ମସିହା(ରବିବାର) ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ପ୍ରତିପଦ ଦିବା ଘ୧୨/୪୬ ଗତେ ଦ୍ଵିତୀୟା,ନକ୍ଷତ୍ର- ରେବତୀ ଦିବା ଘ୦୫/୦୫ ଗତେ ଅଶ୍ଵିନୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୪୭/୦୭, ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୭/୪୮,ଯୋଗିନୀ ପୂର୍ବେ ଦିବା ଘ୧୨/୪୬ ଗତେ ଉତ୍ତରେ,ମେଷ ରାଶିର ଘାତଚନ୍ଦ୍ର,ମେଷ ରାଶିର ଘାତବାର,ପ୍ରତିପଦର ଏକୋଦିଷ୍ଟ ଓ ଦ୍ଵିତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ଅଦ୍ୟ ମୃତେ ଏକପାଦ ଦିବା ଘ୧୨/୪୬ ଗତେ ଦ୍ଵିପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା – ଦିବା ଘ୧୦/୧୫ଗତେ ଘ୦୧/୧୮ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା-ଦିବା ଘ୦୭/୨୧ମଧ୍ୟେ ଓ ରାତ୍ରି […]

କାର ନେଲା ଜୀବନ

ବ୍ରହ୍ମପୁର,୨୯।୩(ଏସଏସନିୟୁଜ) ବୈଦ୍ୟନାଥପୁର ଥାନା ଅର୍ନ୍ତଗତ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ପେଟ୍ରୋଲ ପମ୍ପ ନିକଟରେ ସଡକ ଦୁର୍ଘଟଣାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି।ମୃତ ଯୁବକ ଜଣକ ଫୁଲଟା ଗାଁର ବିଜୟ ନାହାକ ବୋଲି ଜଣାପଡିଛି। ଦୁର୍ଘଟଣା ଘଟାଇ କାର୍ ଚାଳକ ଘଟଣାସ୍ଥଳରୁ ଚମ୍ପଟ୍ ମାରିଥିବା ବେଳେ ଆଖପାଖ ଅଂଚଳର ଲୋକ ଜାତୀୟ ରାଜପଥ ଅବରୋଧ କରିଛନ୍ତି।ବିଜୟ ସାଇକେଲରେ ଆସୁଥିବା ବେଳେ ଗୋଟିଏ କାର୍ ତାଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ବିଜୟଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ କାର୍ […]