ବାତ୍ୟା କ୍ଷତିଗ୍ରସ୍ତଙ୍କ ସହାୟତା ରିଲିଫପାଣ୍ଠିକୁ ସହାୟତା
ଭୁବନେଶ୍ୱର,୩୦/୧୦(ଏସଏସନିଉଜ)ବାତ୍ୟା ‘ଦାନା’ କ୍ଷତିଗ୍ରସ୍ତଙ୍କ ସହାୟତା ଓ ବାତ୍ୟା ପରବର୍ତ୍ତୀ ପୁନରୁଦ୍ଧାରକାର୍ଯ୍ୟ ପାଇଁ ଆଜି ଲୋକସେବାଭବନ ଠାରେ ବିଭିନ୍ନ ସଂସ୍ଥା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସହାୟତା ପ୍ରଦାନ କରିଛନ୍ତି। ବାତ୍ୟାବିପନ୍ନଙ୍କ ସହାୟତା ପାଇଁ ସେମାନଙ୍କଠାରୁ ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗ୍ରହଣ କରିଛନ୍ତି।ଏହି ସଂସ୍ଥା ହେଉଛନ୍ତି କେଏମ୍ଭି ପ୍ରୋଜେକ୍ଟ ଲିମିଟେଡେ ପକ୍ଷରୁ ୫୦ଲକ୍ଷ ଟଙ୍କା, ବିଜ୍ଞାନଭାରତୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ୧୦ଲକ୍ଷ , ହାଇଇଲ୍ଡ ଇଷ୍ଟେଟ୍ ପ୍ରାଇଭେଟ୍ ଲିମିଟେଡ ପକ୍ଷରୁ ୫ଲକ୍ଷ ,ସୂର୍ଯ୍ୟକ୍ଷେତ୍ର […]