Browsing author

SATYA SANDHANA DESK

ଆଜିର ରାଶିଫଳ

୨୦୨୪ମସିହା ଜୁଲାଇମାସ ୧୫ତାରିଖ ସୋମବାର ।ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ବାହୁଡ଼ା ରଥଯାତ୍ରା, ମଙ୍ଗଳଗ୍ରହ ଜୟନ୍ତୀ, ନିମାଇଁ ହରିଚନ୍ଦନଙ୍କଶ୍ରାଦ୍ଧ, ଜ୍ୟୋତିଷ ରତ୍ନ କର୍ମକାଣ୍ଡ ବିଶାରଦ ଅନନ୍ତନନ୍ଦ ଶର୍ମାଙ୍କ ପୁଣ୍ୟତିଥି, ମାସାନ୍ତ।ସୁର୍ଯ୍ୟୋଦୟ- ଘ୫/୧୯/୪୯ ,ସୂର୍ଯ୍ୟାସ୍ତ- ଘ୬/୨୪/୫୯ ,ଆଷାଢ଼ମାସ ,ଶୁକ୍ଳପକ୍ଷ ,ଚନ୍ଦ୍ରବାସ ,ତିଥି-ନବମୀ ରାତ୍ରି ଘ୭/୧୬ମିପର୍ଯ୍ୟନ୍ତ ତଦନ୍ତେ ଦଶମୀ।ନକ୍ଷତ୍ର- ସ୍ବାତୀନକ୍ଷତ୍ର ରାତ୍ରି ଘ୧/୧୨ମିପର୍ଯ୍ୟନ୍ତ ତଦନ୍ତେ ବିଶାଖାନକ୍ଷତ୍ର।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ପୂର୍ବଦିଗରେ, ରାତ୍ରି ଘ୭/୧୬ମିପରେ ଉତ୍ତରଦିଗରେ। ରିକ୍ତାତିଥି ଓ ମାସାନ୍ତଦୋଷ ହେତୁ ରାତ୍ରି ଘ୭/୧୬ମିପରେ ରାତ୍ରି ଘ୮/୩୬ମି ମଧ୍ୟେ, ଉତ୍ତରଦିଗ,ବାୟୁକୋଣ, ଓ ପଶ୍ଚିମଦିଗକୁ […]

ଆଉ ଦିନେ ଦିନ ଧାର୍ଯ୍ୟ କରି ଖୋଲିବୁ- ମୁଖ୍ୟ ପ୍ରଶାସକ

ପୁରୀ,୧୪ା୭(ଏସଏସନିଉଜ)ଖୋଲିଛି ମହାପ୍ରଭୁଙ୍କର ରତ୍ନଭଣ୍ତାର ।ଭିତରଭଣ୍ଡାର ଅଳଙ୍କାର ଆଜି ଖୋଲାଯାଇପାରିଲାନି, ଆଉଦିନେ ଖୋଲାଯିବ ବୋଲି କହିଛନ୍ତି ମୁଖ୍ୟପ୍ରଶାସକ ଅରବିନ୍ଦପାଢ଼ୀ ।ସେକହିଛନ୍ତି ବାହାରଭଣ୍ଡାର ଅଳଙ୍କାର ସ୍ଥାନାନ୍ତରଣକାମ ବହୁତସମୟ ଲାଗିଗଲା ।କାଲି ବାହୁଡ଼ାଯାତ୍ରା ଥିବାରୁ ଅନେକ ନୀତିକାନ୍ତି ରହିଛି ।ବାହୁଡ଼ା,ସୁନାବେଶ ସରିବାପରେ ଆଉଦିନେ ନିର୍ଦ୍ଧାରଣ କରାଯିବବୋଲି କହିଲେ ।ଦିନନିର୍ଦ୍ଧାରଣ କରାଯାଇ ସେହିଦିନ ଭିତରଭଣ୍ଡାର ଖୋଲିବୁବୋଲି କହିଲେ ।ତାଲାଭାଙ୍ଗି ଭିତର ରତ୍ନଭଣ୍ତାର ଖୋଲାଗଲା ।ତେବେ ଭିତର ରତ୍ନଭଣ୍ଡାର ତାଲା ଚାବିରେ ନଖୋଲିବାରୁ ଏସ୍‌ଓପି ଅନୁସାରେ ତାଲା ଭାଙ୍ଗି ଭିତରଭଣ୍ଡାର ଖୋଲାଗଲା ।ସବୁ ଅଳଙ୍କାରକୁ […]

ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର

ପୁରୀ,୧୪ା୭(ଏସଏସନିଉଜ) ୫ ଦଶନ୍ଧି ପ୍ରତୀକ୍ଷାର ଅନ୍ତ ଘଟି ଖୋଲିଲା ଶ୍ରୀମନ୍ଦିର ରହସ୍ୟମୟ ରତ୍ନଭଣ୍ଡାର । ପୂର୍ବ ନିର୍ଦ୍ଧାରିତ ସମୟ ଦିନ ୧ଟା ୨୮ରେ ଖୋଲିଛି ରତ୍ନଭଣ୍ଡାର । ରତ୍ନ ଭଣ୍ତାର ଖୋଲିବା ପାଇଁ ମୋଟ୍ ୧୧ଜଣ ସଦସ୍ୟ ଭିତରକୁ ଯାଇଛନ୍ତି । ଆଜି ଗଣତି ହେବନି, ଖାଲି ଯାଞ୍ଚ ହେବ, ଭିତର ରତ୍ନଭଣ୍ଡାରର ସୁରକ୍ଷା ଆମର ପ୍ରାଥମିକତା । ଭିତର ରତ୍ନଭଣ୍ଡାରର ମରାମତି ପରେ ଗଣତି କାମ ଆରମ୍ଭ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ […]

ଆଜିର ରାଶିଫଳ

ଜୁଲାଇ ମାସ ୧୪ ତାରିଖ ୨୦୨୪ ମସିହା(ରବିବାର) ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି- ଅଷ୍ଟମୀ ଦିବା ଘ ୦୫/୧୦ ଗତେ ନବମୀ,ନକ୍ଷତ୍ର- ଚିତ୍ରା ରାତ୍ରି ଘ୧୦/୪୪ଗତେ ସ୍ଵାତୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୨୦/୧୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୦୬, ଯୋଗିନୀ ଐଶାନ୍ୟେ ଦିବା ଘ ୦୫/୨୦ ଗତେ ପୂର୍ବେ,ଅଷ୍ଟମୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମେଷ ରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୧୦/୧୪ ଗତେ ଘ ୦୧/୩୦ ମଧ୍ୟେ,ମୃତେ ଏକପାଦ ପୁଷ୍କର ଦୋଷ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୬/୧୦ ଗତେ ଘ୦୯/୨୨ ମଧ୍ୟେ ଓ ରାତ୍ରି ଘ୦୮/୦୦ ଗତେ […]

ବିଦ୍ୟାଳୟ ପରିଚାଳନା ନୁତନକମିଟି ଗଠନ

ବାରଙ୍ଗ, ୧୩/୭ (ଏସଏସନିଉଜ) ଶନିବାର ଦିନ ସକାଳ ୧୦ ଘଟିକା ସମୟରେ ଗଣ୍ଡରପୁର ସ୍ଥିତ ଅରବିନ୍ଦ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରାଙ୍ଗଣରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ତ୍ରିବିକ୍ରମ ସେଠିଙ୍କ ତତ୍ଵାବଧାନରେ ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ କରାଯାଇଛି। ଏଥିରେ ବିଦ୍ୟାଳୟର ଶିକ୍ଷକ, ଶିକ୍ଷୟତ୍ରୀ ଏବଂ ଅଭିଭାବକମାନେ ଉପସ୍ଥିତ ଥିଲେ। ବିଦ୍ୟାଳୟର ପରିଚାଳନା କମିଟିର ଷ୍ଟାଣ୍ଡିଙ୍ଗ କମିଟିର ସଦସ୍ୟ ଦେବରାଜ ଭୋଇ, ଆଲୋକ କୁମାର ପଢ଼ିହାରୀ, ସୁଲେଖା ଭକତ, କବିତା ପଢିହାରି, ତ୍ରିବିକ୍ରମ ସେଠି, ସସ୍ମିତା […]

ରାତିପାହିଲେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ,୧୩ା୭(ଏସଏସନିଉଜ)ସବୁ ପ୍ରତୀକ୍ଷାର ଅନ୍ତ ଘଟି ରାତି ପାହିଲେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର ।ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ରତ୍ନଭଣ୍ଡାର ଖୋଲିବା ନେଇ ଏସ୍ଓପିକୁ ସରକାର ମଂଜୁର କରିଛନ୍ତି । ସ୍ନେକ୍ ହେଲପଲାଇନ୍ ଓ ମେଡିକାଲ ଟିମ୍ ମଧ୍ୟ ଷ୍ଟାଣ୍ଡ ବାଇ ରହିବେ । ଚାବିରେ ଯଦି ତାଲା ନଖୋଲେ ତାଲା ଭଙ୍ଗାଯାଇ ରତ୍ନଭଣ୍ଡାର ଖୋଲାଯିବ। ଦିନ ୧ଟା ପରେ ଶୁଭ ସମୟ ଆସୁଛି, ୧ଟା ପରେ ହିଁ ରତ୍ନଭଣ୍ଡାର ଖୋଲାଯିବ […]

ଆଜିର ରାଶିଫଳ

ଜୁଲାଇମାସ ୧୩ତାରିଖ ୨୦୨୪ମସିହା(ଶନିବାର) ଆଷାଢ଼ମାସ- ଶୁକ୍ଳପକ୍ଷ,ତିଥି- ସପ୍ତମୀ ଦିବା ଘ ୦୨/୫୭ ଗତେ ଅଷ୍ଟମୀ,ନକ୍ଷତ୍ର- ହସ୍ତା ରାତ୍ରି ଘ୦୭/୫୨ ଗତେ ଚିତ୍ରା,ସୁର୍ୟୋଦୟ-ପ୍ରାତଃ ଘ୦୫/୧୯/୫୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୦୯, ଯୋଗିନୀ ବାୟବ୍ୟେ ଦିବା ଘ ୦୨/୫୭ଗତେ ଐଶାନ୍ୟେ,ସପ୍ତମୀର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବୃଷରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,କାଳବେଳା -ଦିବା ଘ ୦୬/୫୮ ମଧ୍ୟେ ଓ ଦିବା ଘ୦୪/୪୬ ଗତେ ଘ୦୬/୨୫ ମଧ୍ୟେ,ବାରବେଳା – ଦିବା ଘ୦୧/୩୦ ଗତେ ଘ ୦୩/୩୯ ମଧ୍ୟେ,ମୃତେ ଦ୍ଵିପାଦ ଦୋଷ ଦିବା ଘ୦୩/୫୭ଗତେ […]

ଆରମ୍ଭ ହେଲା ବାହୁଡ଼ା ପ୍ରସ୍ତୁତି

ପୁରୀ,୧୨ା୭(ଏସଏସନିଉଜ) ଆରମ୍ଭ ହେଲା ବାହୁଡ଼ା ପ୍ରସ୍ତୁତି ଆରମ୍ଭ ହେଲା ବାହୁଡ଼ା ପ୍ରସ୍ତୁତି । ଆଜି ୩ ରଥର ହେବ ଦକ୍ଷିଣ ମୋଡ଼ । ଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ସମ୍ମୁଖରେ ଥିବା ୩ ରଥକୁ ନାକଚଣା ଦ୍ୱାର ନିକଟକୁ ନିଆଯିବ । ପରମ୍ପରା ଅନୁଯାୟୀ ମହାପ୍ରଭୁ ସିଂହଦ୍ୱାର ଦେଇ ଆଡପ ମଣ୍ଡପ ବିଜେ କରିଥିବାବେଳେ ନାକଚଣା ଦ୍ୱାର ଦେଇ ବାହୁଡା଼ ଯାତ୍ରାରେ ବାହାରିଥାନ୍ତି । ସକାଳଧୂପ ପରେ ରଥକୁ ଆଜ୍ଞାମାଳ ବିଜେ କରାଯିବ ଓ ଏହାପରେ ୩ ରଥକୁ […]

୩ଦିନପ୍ରବଳବର୍ଷା…..

ଭୁବନେଶ୍ୱର, ୧୨ା୭(ଏସଏସନିଉଜ) ଆସନ୍ତା ତିନିଦିନ ଧରି ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି କି, ୧୩ ତାରିଖଠାରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ। ୧୩ ,୧୪ ଓ ୧୫ ତାରିଖରେ ରାଜ୍ୟରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ସେହିପରି କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ। ୧୩ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, […]

ବିଜେପି ନେତା ହେଲେ ଫାଓର ସଭାପତି

ଭୁବନେଶ୍ୱର,୧୨ା୭(ଏସଏସନିଉଜ) ସମୀର ଦେ ହେଲେ ଫୁଟବଲ ଆସୋସିଏସନ ଅଫ ଓଡ଼ିଶା ବା ଫାଓର ନୂଆ ସଭାପତି ାପୂର୍ବରୁ ଦେବାଶିଷ ସାମନ୍ତରାୟ ଥିଲେ ସଭାପତି ।ପୂର୍ଵପରି ଆଶୀର୍ବାଦ ବେହେରା ଫାଓର ସମ୍ପାଦକ ହେଲେ । ଆସନ୍ତା ୨୧ରେ ଓଡ଼ିଶା ଫାଓର ନିର୍ବାଚନ ନିର୍ବାଚନ ପୂର୍ଵରୁ ସମସ୍ତ ପ୍ରାର୍ଥୀ ନିର୍ଦ୍ୱନ୍ଦ୍ବରେ ନିର୍ବାଚିତ ହୋଇଥିବାର ଜଣାପଡିଛି।