Browsing author

SATYA SANDHANA DESK

ରାସନକାର୍ଡ-ଖୁବ୍ ଶୀଘ୍ର ନୂଆ ତାଲିକା

ଭୁବନେଶ୍ୱର,୨୪ା୭(ଏସଏସନିଉଜ)ମାସେ ଭିତରେ ନୂଆ ହିତାଧିକାରୀ ରାସନ କାର୍ଡ ପାଇବୋଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ଏହାଦ୍ୱାରା ପ୍ରାୟ ୮ ଲକ୍ଷ ନୂଆ ହିତାଧିକାରୀ ନୂଆ ରାସନ କାର୍ଡ ପାଇପାରନ୍ତିାଏଥିସହ ଅଯୋଗ୍ୟ ହିତାଧିକାରୀଙ୍କୁ ବାଦ ପ୍ରକ୍ରିୟା ବି ଆରମ୍ଭ ହୋଇଛିାବର୍ତ୍ତମାନ କଣଉ ଅପଡେଟ୍ କରିବା ପ୍ରକ୍ରିୟା ଜାରି ରହିଛି ।ମୋଟ ୬ ଲକ୍ଷ ୧୯ ହଜାର ୮୩୬ ପରିବାର ନୂଆ ଆବେଦନ କରିଛନ୍ତି ।୧୨ଟି ସ୍ବତଃ ଯୋଗ ହେବା ମାନଦଣ୍ଡ, ୧୦ ବାଦ […]

ଡ୍ରମ୍‌ରେ ପାର କରାଇଲେ ଉଛୁଳାନଈ

ମାଲକାନଗିରି,୨୪ା୭(ଏସଏସନିଉଜ) ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଏକ ବିରଳଦୃଶ୍ୟ ଦେଖିବାକୁ ମିଳିଛି । ଲଗାଣ ବର୍ଷାରେ ଛତିଶଗଡ଼ର ବହୁ ପାହାଡ଼ିଆ ନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି।ଗୋଟେପଟେ ନକ୍ସଲ ଭୟ ଓ ଅନ୍ୟପଟେ ଉଛୁଳା ନଈ ।ଏହାକୁ ଖାତିରିନକରି ଦୁଇଟି ବଡ଼ ଡ୍ରମ୍‌କୁ ଏକାଠି ବାନ୍ଧି ତା’ ଉପରେ କାଠପଟା ରଖି ଏକ ଡଙ୍ଗା ତିଆରିକରି ପ୍ରସବ ଜନିତ ଯନ୍ତ୍ରଣାରେ ଛଟପଟ ହେଉଥିବା ଜଣେ ଗର୍ଭବତୀଙ୍କୁ ନଦୀପାରକରି ବେଶ ଚର୍ଚ୍ଚାରେ ରହିଛନ୍ତି ଯବାନ । […]

ଗଣତି ମଣତି SOPସରିଛି-ଜଷ୍ଟିସ ରଥ

ପୁରୀ,୨୪ା୭(ଏସଏସନିଉଜ)ରତ୍ନଭଣ୍ଡାର ଗଣତି, ମଣତି ନେଇ ଜଷ୍ଟିସ ବିଶ୍ବନାଥ ରଥ ସୂଚନାଦେଇ କହିଛନ୍ତି ଇଝଓ ମରାମତି କରି ସାର୍ଟିଫିକେଟ୍ ଦେଲେ ଗଣତି, ମଣତି ହେବାମରାମତି ଏମିତି ହେବା ଦରକାର ଯାହା ୧୦୦ ବର୍ଷ ପାଇଁ ଆବଶ୍ୟକ ପଡ଼ିବନିାମରାମତିରେ ବ୍ରେକର ଲାଗି ପାରିବନି ଓ ଏହା ଏକ ଗୁରୁତ୍ବପୂର୍ଣ୍ଣ ଅଂଶାSOP କନଫିଡେନ୍ସିଆଲ, ପ୍ରକାଶ କରାଯାଇ ପାରିବ ନାହିାଁଠାକୁରଙ୍କ ଯେତିକି ସମ୍ପତ୍ତି ଅଛି, ତାହା ସୁରକ୍ଷିତ ରହିବା ଦରକାର ବୋଲି କହିଛନ୍ତି ।

ଆଜି ମହାପ୍ରଭୁଙ୍କ ୩ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୨୪ା୭(ଏସଏସନିଉଜ)ଶ୍ରୀମନ୍ଦିରରେ ଆଜି ହେବ ମହାପ୍ରଭୁଙ୍କ ବନକଲାଗି ନୀତି ପାଇଁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ସନ୍ଧ୍ୟା ୬ରୁ ରାତି ୯ଟା ଯାଏ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକ ଶ୍ରୀଜୀଉଙ୍କ ଶ୍ରୀମୁଖ ସିଂହାର କରିବେ। ରଥଯାତ୍ରା ପରେ ପ୍ରଥମ ବନକଲାଗି ବା ଶ୍ରୀମୁଖ ଶୃଙ୍ଗାର କରାଯିବ।ପ୍ରାକୃତିକ ରଙ୍ଗ ହିଙ୍ଗୁଳା, ହରିତାଳ, ଧଳା ଓ କଳା ରଙ୍ଗରେ ଦତ୍ତମହାପାତ୍ର ସେବକ ବନକଲାଗି କରାଇବେ।ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ବାରମାସରେ […]

ପିଲାମାନଙ୍କ ଏନପିଏସ ବାତ୍ସଲ୍ୟ ଯୋଜନା

ପୁରୀ,୨୪ା୭(ଏସଏସନିଉଜ)ଏଣିକି ପିଲାମାନଙ୍କ ନାଁରେ ଖୋଲାଯିବ ଏନପିଏସ ଆକାଉଣ୍ଟ। କେନ୍ଦ୍ର ସରକାର ୧୮ ବର୍ଷ ବୟସ ପର୍ୟ୍ୟନ୍ତ ପିଲାଙ୍କ ପାଇଁ ଏନପିଏସର ଘୋଷଣା କରିଛନ୍ତି। ଏହି ସ୍କିମର ନାଁ ‘ଏନପିଏସ ବାତ୍ସଲ୍ୟ’ ରଖାଯାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ୍ ଭାଷଣରେ ଏହାର ଘୋଷଣା କରିଛନ୍ତି। ଏନପିଏସ ବା ନ୍ୟାଶନାଲ ପେନସନ୍ ସ୍କିମ। ଏନପିଏସ୍ ବାତ୍ସଲ୍ୟ ଯୋଜନାର ପରିକଳ୍ପନା ଶିଶୁମାନଙ୍କ ପାଇଁ ପ୍ରାରମ୍ଭିକ ସଞ୍ଚୟ ଏବଂ ନିବେଶକୁ ପ୍ରୋତ୍ସାହିତ କରିବା ପାଇଁ କରାଯାଇଛି। ଏହି ଯୋଜନାରେ ମାତା-ପିତା ଏବଂ […]

ଫିଟ୍‌ନେସ୍ ନଥିଲେ ଗାଡ଼ି ସିଜ୍‌

ଭୁବନେଶ୍ୱର,୨୪ା୭(ଏସଏସନିଉଜ) ସଡ଼କ ସୁରକ୍ଷା ନିୟମକୁ କଡ଼ାକଡ଼ି ଭାବେ ପାଳନ ପାଇଁ ପରିବହନ ମନ୍ତ୍ରୀ ନିର୍ଦ୍ଦେଶ ଦେବା ସହ କହିଛନ୍ତି, ବିନା ଫିଟନେସରେ ଚାଲୁଥିବା ଗାଡ଼ି ଗୁଡ଼ିକୁ କେବଳ ଜରିମାନା ନୁହେଁ, ଆଇନ ଅନୁଯାୟୀ ଜବତ କରାଯିବା ସହ ମାମଲା ରୁଜୁ କରାଯିବ।ଫିଟନେସ୍ ନଥିବା ଗାଡ଼ି ବିରୋଧରେ ରାଜ୍ୟବ୍ୟାପି ହେବ ଜୋରଦାର ଧରପଗଡ଼। ଏଣିକି ସଂପକ୍ତ ଗାଡ଼ିକୁ ସିଧା ସିଜ୍ କରାଯିବ ବୋଲି କହିଛନ୍ତି ରାଜ୍ୟ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ।ବିନା ଫିଟନେସ୍‌ରେ ଚାଲୁଥିବା ଗାଡ଼ି […]

ବିଦ୍ୟୁତ ନେଲା ଭାଲୁର ଜୀବନ

ମାଲକାନଗିରି, ୨୪ା୭(ଏସଏସନିଉଜ) ବିଦ୍ୟୁତ ଟ୍ରାନ୍ସଫର୍ମର ସଂସ୍ପର୍ଶରେ ଆସି ଭାଲୁର ମୃତ୍ୟୁ ହୋଇଛି ।ମାଲକାନଗିରି ବ୍ଲକ ଏମଭି-୧୭ନଂ ଗାଁ ଶିବ ମନ୍ଦିର ନିକଟରେ ଭାଲୁଟିର ମୃତ୍ୟୁ ହୋଇଛି ।ଖବରପାଇ ବନବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଁଚି ମୃତଭାଲୁଟିକୁ ଜବତ କରିବାସହ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଏହା ସହ ତଦନ୍ତ ଆରମ୍ଭ କରିଛି ।

ଆଜି ଚାନ୍ଦିପୁର LC୩ରେ କ୍ଷେପଣାସ୍ତ୍ର ପରୀକ୍ଷଣ

ଭୁବନେଶ୍ୱର, ୨୪ା୭(ଏସଏସନିଉଜ) ଆଜି ଚାନ୍ଦିପୁର LC୩ରେ କ୍ଷେପଣାସ୍ତ୍ର ପରୀକ୍ଷଣ ପାଇଁ ୩ କିମି ପରିଧି ମଧ୍ୟରେ ଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।୧୦ଟି ଗାଁର ୧୦,୫୮୧ଜଣ ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି ।ସେମାନଙ୍କୁ ସ୍ଥାନାନ୍ତର କରାଯାଇ ୪ଟି ଅସ୍ଥାୟୀ ଆଶ୍ରୟସ୍ଥଳୀରେ ରଖାଯିବାର ବ୍ୟବସ୍ଥା କରାଯାଇଛି ।ଏନେଇ ଆଇଟିଆର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।  

ମାଆ ମଝିଘରିଆଣୀଙ୍କ ଦାନବାକ୍ସ ଗଣତି

ଭୁବନେଶ୍ୱର, ୨୪ା୭(ଏସଏସନିଉଜ) ରାୟଗଡ଼ା ଅଧିଷ୍ଠାତ୍ରୀ ଦେବୀ ମାମଝିଘରିଆଣୀଙ୍କ ଦାନ ବାକ୍ସ ଗଣତି ଆରମ୍ଭ ହୋଇଛି ।୪ ମାସ ବ୍ୟବଧାନରେ ଦାନ ବାକ୍ସ ଖୋଲିବାପରେ ଗଣତି ଆରମ୍ଭ ହୋଇଛି ।ତହସିଲଦାରଙ୍କ ଉପସ୍ଥିତିରେ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ଗଣତି ଆରମ୍ଭ ହୋଇଛି ।ଏହି ଗଣତିରେପ୍ରାୟ ୨ ଶହ ମହିଳା ସ୍ବେଚ୍ଛାସେବୀ ସାମିଲ ହୋଇଛନ୍ତି ।ଟଙ୍କା, ସୁନା ଗଣତିରେ ସାମିଲ କରାଯାଇଥିବାବେଳେ ଗତ ଥର ଗଣତିରେ ପ୍ରାୟ ୯୦ ଲକ୍ଷ ଟଙ୍କା ଦାନ ବାକ୍ସରୁ ମିଳିଥିଲାା  

ଜଳିଗଲା ବିମାନ,ଚାଲିଗଲା ୧୯ଜୀବନ

ଭୁବନେଶ୍ୱର,୨୪ା୭(ଏସଏସନିଉଜ) ନେପାଳରେ ଉଡ଼ାଣ ବେଳେ ବିମାନଟି ଜଳିଯାଇ ୧୯ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ଆଶଙ୍କା କରାଯାଉଛି । ନେପାଳରେ ଉଡ଼ାଣ ବେଳେ ଜଳିଗଲା ବିମାନ । କାଠମାଣ୍ଡୁର ତ୍ରିଭୁବନ ଅନ୍ତର୍ଜାତୀୟ ଏୟାରପୋର୍ଟରେ ଏହି ଅଘଟଣ ହୋଇଛି। ଟେକ୍ ଅଫ୍ କରିବା ବେଳେ ରନ୍ ୱେରୁ ଖସିଗଲା ବିମାନ। ରନ୍ ୱେରୁ ଖସିଯିବା ପରେ ବିମାନରେ ନିଆଁ ଲାଗିଗଲା । ୧୯ଜଣଙ୍କୁ ନେଇ ଉଡ଼ାଣ ଆରମ୍ଭ କରିଥିଲା ବିମାନ।