ହେମନ୍ତ ସୋରେନ ପୁଣିଥରେ ଧରିବେ ଝାଡଖଣ୍ଡର ମଙ୍ଗ!
ଭୁବନେଶ୍ୱର,୩ା୭(ଏସଏସନିଉଜ) ଝାଡଖଣ୍ଡ ମୁଖ୍ୟମନ୍ତ୍ରୀପଦରୁ ଇସ୍ତଫା ଦେଲେ ଚମ୍ପଇ ସୋରେନ। ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ଚମ୍ପଇସୋରେନ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ବୁଧବାରସନ୍ଧ୍ୟାରେ ରାଜଭବନରେପହଞ୍ଚି ରାଜ୍ୟପାଳଙ୍କୁ ନିଜ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି ଚମ୍ପଇସୋରେନ। ଏହାସହ ପୂର୍ବ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ନୂଆ ସରକାରଗଢିବାକୁ ଦାବି ଉପସ୍ଥାପନ କରିଛନ୍ତି। ଏହାସହ ହେମନ୍ତ ସୋରେନ ପୁଣିଥରେ ଝାଡଖଣ୍ଡର ମଙ୍ଗଧରିବା ଏକପ୍ରକାର ସ୍ପଷ୍ଟ ହୋଇଛିାଜେଏମଏମ ନେତୃତ୍ୱାଧୀନ ମେଣ୍ଟର ବିଧାୟକଦଳ ବୈଠକରେ ହେମନ୍ତଙ୍କୁ ପୁଣିଥରେ ମୁଖ୍ୟମନ୍ତ୍ରୀ କରିବାକୁ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ନିଆଯାଇଛି। ସମସ୍ତ ବିଧାୟକ ପୁଣିଥରେ […]