Browsing author

SATYA SANDHANA DESK

ଏପ୍ରିଲ୍ ୨୫ରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ବର,୨୧ା୪(ଏସଏସନିଉଜ) କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଏପ୍ରିଲ୍ ୨୫ ତାରିଖରେ ଓଡ଼ିଶା ଆସି ସୋନପୁରରେ ଜନସଭାକୁ ସମ୍ବୋଧନ କରିବେ ବୋଲି ସୂଚନା ଦେଇଛନ୍ତି ବିଜେପିର ଉପସଭାପତି ଗୋଲକ ମହାପାତ୍ର। ସୋନପୁରରୁ ଫେରି ଅମିତ ଶାହ ଭୁବନେଶ୍ବରରେ ରାତ୍ରିଯାପନ କରି ବିଜେପିର ପଦାଧିକାରୀଙ୍କ ସହ ନିର୍ବାଚନ ରଣନୀତି ନେଇ ଆଲୋଚନା କରିବେ ଓ ଏହାସହ ବିଜୟ ମନ୍ତ୍ର ଦେବେ।

ଟ୍ରକ୍ ମାଡ଼ିଯିବାରୁ ୨ମହିଳାଙ୍କ ସମେତ ୩ମୃତ

ନବରଙ୍ଗପୁର,୨୧ା୪(ଏସଏସନିଉଜ) ଆଜି ଅପରାହ୍ନରେ ରାଇଘର କୁନ୍ଦେଇ ମୁଖ୍ୟରାସ୍ତାର ଜୋଡ଼ିଙ୍ଗା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି । ଟ୍ରକ ସହ ଯାତ୍ରୀବାହୀ ଆଟୋର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ଦୁଇ ଜଣ ମହିଳା ଓ ଜଣେ ପୁରୁଷଙ୍କ ମୃତ୍ୟୁ ଘଟିଥିବା ବେଳେ ଆଟୋ ଡ୍ରାଇଭର ସମେତ ୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତ ମାନଙ୍କୁ ଜୋଡ଼ିଙ୍ଗା ମେଡିକାଲ୍ ଓ ଉମରକୋଟ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଓଡି […]

ବିଜେପି କର୍ମୀଙ୍କ ଉପରକୁ ବୋମାମାଡ଼…

ଆଠଗଡ଼,୨୧ା୪(ଏସଏସନିଉଜ)ଜେମାଦେଇପୁରରେ ରାଜନୈତିକ ହିଂସା ଆରମ୍ଭ ହୋଇଯାଇଛି । ବିଜେପି କର୍ମୀଙ୍କ ଉପରକୁ ବୋମାମାଡ଼ ଓ ଗୁଳିମାଡ଼ ହୋଇଥିବାର ଜଣାପଡିଛି । ତିଗିରିଆ ଥାନା ଜେମାଦେଈପୁରରେ ଥିବା ଏକ ଢାବା ପାଖରେ ବୋମାମାଡ଼ ହୋଇଛି । ବିଜେପି କର୍ମୀ ଭାବଗ୍ରାହୀ ପଣ୍ଡାଙ୍କ ଉପରକୁ ବୋମାମାଡ଼ ଓ ଗୁଳିମାଡ଼ କରିଛନ୍ତି ୬ରୁ ୮ ଦୁର୍ବୃତ୍ତାସୈାବାଗ୍ୟବଶତ ଅଳ୍ପକେ ବର୍ତ୍ତିଯାଇଛନ୍ତି ବିଜେପି କର୍ମୀ ଭାବଗ୍ରାହୀ ପଣ୍ଡା ।ଘଟଣାପରେ ଦୁର୍ବୁତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି । ବୋମା ଓ ଗୁଳିମାଡ଼ରେ ଭାବଗ୍ରାହୀଙ୍କ କାର୍ କ୍ଷତିଗ୍ରସ୍ତ […]

ଅପ୍ରେଲ ୨୫ରୁ ଗ୍ରୀଷ୍ମ ଛୁଟି

ଭୁବନେଶ୍ୱର,୨୧ା୪(ଏସଏସନିଉଜ) ରାଜ୍ୟ ସରକାର ଅପ୍ରିଲ ୨୫ରୁ ଖରା ଛୁଟି ଘୋଷଣା କରିଛନ୍ତି । ରାଜ୍ୟରେ ଖରାର ପ୍ରକୋପ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଏଥିପାଇଁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ୍ ସବୁ ଆସନ୍ତା ୨୫ରୁ ଖରାଛୁଟି ଘୋଷଣା କରିଥିବାର ସୂଚନା ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଏନେଇ ବଜ୍ଞପ୍ତି ପ୍ରକାଶ ପାଇଛି। ୨୨ରୁ ୨୪ ତାରିଖ ଯାଏଁ ସକାଳ ୬ଟା ୩୦ରୁ ୧୦ଟା ୩୦ ପର‌୍ୟ୍ୟନ୍ତ ହେବ ପାଠପଢ଼ା । ସମ୍ଭାବ୍ୟ ଗ୍ରୀଷ୍ମପ୍ରବାହ ଓ ପାଣିପାଗ […]

ଆଜିରରାଶିଫଳ

ଅପ୍ରେଲମାସ ୨୧ତାରିଖ ୨୦୨୪ ମସିହା (ରବି ବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ ରାତ୍ରି ଘ୦୧/୦୯ ଗତେ ଚତୁର୍ଦ୍ଦଶୀ,ନକ୍ଷତ୍ର- ଉତ୍ତରା ଫାଲଗୁନୀ ସନ୍ଧ୍ୟା ଘ୦୫/୪୯ ଗତେ ହସ୍ତା, ସୁର୍ୟୋଦୟ-ପ୍ରାତଃ ଘ୦୫/୨୯/୫୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୩/୪୭,ଯୋଗିନୀ ଦକ୍ଷିଣେ ରାତ୍ରି ଘ୦୧/୦୯ ଗତେ ପଶ୍ଚିମେ,ତ୍ରୟୋଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ବୃଷରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,ଅଦ୍ୟ ମୃତେ ଦ୍ଵିପାଦ ଓ ସନ୍ଧ୍ୟାଘ ୦୫/୪୯ ଗତେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା – ଦିବା ଘ୧୦/୧୧ଗତେ ଘ୦୧/୨୨ ମଧ୍ୟେ,ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୬/୧୪ ଗତେ ଘ୦୯/୨୬ ମଧ୍ୟେ ଓ […]

ମେଣ୍ଢାଶାଳରେ ଅପରାଜିତାଙ୍କ ରୋଡସୋ

ମେଣ୍ଢାଶାଳ ୨୦।୪(ଏସଏସନିଉଜ) ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳଗାଁରେ ବିଜେପି ତରଫରୁ ଏକ ରୋଡ ସୋ କରାଯାଇଥିଲା ।ମେଣ୍ଢାଶାଳ ଡାକ୍ତରଖାନା ଛକରୁ ରୋଡ ସୋରେ ଚଳିତ ନିର୍ବାଚନରେ ପ୍ରତିଦ୍ବନ୍ଦିତା କରୁଥିବା ସାଂସଦ ପାର୍ଥୀ ଅପରାଜିତା ଷଡ଼ଙ୍ଗୀ ଓ ବିଧାୟକପାର୍ଥୀ ବିଶ୍ୱରଂଜନ ବଡ଼ଜେନାଙ୍କୁ ଜିଲ୍ଲାର ବହୁ ବିଜେପିକର୍ମୀ ଏକ ଶୋଭାଯାତ୍ରାରେ ନେଇଥିଲେ । ଶୋଭାଯାତ୍ରା ମେଣ୍ଢାଶାଳ ଗାଁର ସମସ୍ତୱାର୍ଡ଼ ପରିକ୍ରମା କରିଥିଲା। ଶୋଭାଯାତ୍ରାରେ ଦୁଇହଜାରରୁ ଉର୍ଦ୍ଧ ମହିଳା ଓ ପୁରୁଷ, ଯୁବକମାନେ ହାତରେ ବିଜେପି ପତାକା ଧରି ଗ୍ରାମ ପରିକ୍ରମା କରିଥିଲେ […]

ଆଜିର ରାଶିଫଳ

୨୦୨୪ମସିହା ଅପ୍ରେଲମାସ ୧୮ତାରିଖ ଗୁରୁବାର।ଶ୍ରୀମନ୍ଦିରରେ ଯଜ୍ଞରକ୍ଷା, ସୁଦଶା ବ୍ରତ, ପୀଠ ମୃଣ୍ମୟୀ ଦେବୀଙ୍କ ବାସନ୍ତିକ ଦଶହରା।ସୁର୍ଯ୍ୟୋଦୟ- ଘ୫/୩୦/୧୬,ସୂର୍ଯ୍ୟାସ୍ତ- ଘ୬/୨/୨, ଚୈତ୍ରମାସ, ଶୁକ୍ଳପକ୍ଷ,ବୃହସ୍ପତିବାସ,ତିଥି- ଦଶମୀ ଅପରାହ୍ନ ଘ୫/୩୦ମିପର୍ଯ୍ୟନ୍ତ ତଦନ୍ତେ ଏକାଦଶୀ। ନକ୍ଷତ୍ର- ଅଶ୍ଳେଷା ନକ୍ଷତ୍ର ଦିବା ଘ୮/୩୬ମି ପର୍ଯ୍ୟନ୍ତ ତଦନ୍ତେ ମଘାନକ୍ଷତ୍ର।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଉତ୍ତର ଦିଗରେ, ଅପରାହ୍ନ ଘ୫/୩୦ମି ପରେ ଆଗ୍ନେୟ କୋଣରେ।ମଙ୍ଗଳ ଓ ଶନିସପ୍ତ ଦୋଷ ହେତୁ ସୂର୍ଯ୍ୟୋଦୟ ରୁ ଦିବା ଘ୮/୩୬ମି ମଧ୍ୟେ ଯାତ୍ରା ଶୁଭ।ଉତ୍ତରଦିଗ, ବାୟୁକୋଣ ଓ ପଶ୍ଚିମ ଦିଗକୁ […]

ସମୁଦ୍ରରୁ ମୃତଦେହ ଉଦ୍ଧାର!

କୋଣାର୍କ,୧୭।୪(ଏସଏସନିଆଜ) ସମୁଦ୍ରକୂଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର।ହୋଇଛି।ଅସ୍ତରଙ୍ଗ ଥାନା ଗୁଣ୍ଡଳବା ସମୁଦ୍ର କୂଳରୁ ମୃତଦେହ ଉଦ୍ଧାର କରିଛି ପୋଲିସ।ମୃତକ ଅସ୍ତରଙ୍ଗଥାନା ଆଇଁଷିଣିଆ ଗାଁର ବୋଲି ସୂଚନା ମିଳିଛି।କାଲି ସନ୍ଧ୍ୟାରୁ ନିଖୋଜ ଥିବାବେଳେ ଆଜିସକାଳୁ ମୃତଦେହ ମିଳିବାସହ , ଦେହରେ କ୍ଷତଚିହ୍ନ ରହିଥିବାର ଦେଖିବାକୁ ମିଳିଛି।

ଆଜିର ରାଶିଫଳ

୨୦୨୪ମସିହା ଅପ୍ରେଲମାସ ୧୭ ତାରିଖ ବୁଧବାର।ପୀଠ ଦେବୀଙ୍କ ବିଶ୍ରାମପୂଜା,ମୃଣ୍ମୟୀ ଦେବୀଙ୍କ ବାସନ୍ତିକ ନବମୀ ପୂଜା,ଶ୍ରୀମନ୍ଦିରେ ଓ ସର୍ବତ୍ର ଶ୍ରୀରାମନବମୀ, ରାମଚରିତ ମାନସ ଜୟନ୍ତୀ। ସୁର୍ଯ୍ୟୋଦୟ- ଘ୫/୩୧/୧,,ସୂର୍ଯ୍ୟାସ୍ତ- ଘ୬/୧/୪୫, ଚୈତ୍ରମାସ,ଶୁକ୍ଳପକ୍ଷ,ପଣ୍ଡିତବାସ,ତିଥି- ନବମୀ ଦିବା ଘ୩/୧୧ମି ପର୍ଯ୍ୟନ୍ତ ତଦନ୍ତେ ଦଶମୀ।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ପୂର୍ବଦିଗରେ, ଦିବା ଘ୩/୧୧ମି ପରେ ଉତ୍ତର ଦିଗରେ। ରିକ୍ତାତିଥି ଦୋଷ ହେତୁ ଦିବା ଘ୩/୧୧ମି ପରେ ରାତ୍ରିଶେଷ ପର୍ଯ୍ୟନ୍ତ ଯାତ୍ରା ଶୁଭ। ଉତ୍ତରଦିଗ, ବାୟୁକୋଣ ଓ ପଶ୍ଚିମ ଦିଗକୁ ତ୍ୟାଗ କରି ଯାତ୍ରା […]

ଆଜିରରାଶିଫଳ

ଅପ୍ରେଲମାସ ୧୬ତାରିଖ ୨୦୨୪ମସିହା (ମଙ୍ଗଳ ବାର)ଚୈତ୍ରମାସ- ଶୁକ୍ଳପକ୍ଷ,ତିଥି-ଅଷ୍ଟମୀ,ସୁର୍ୟୋଦୟ-ପ୍ରାତଃ ଘ୦୫/୩୨/ ୦୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬ /୦୧/୪୫,ଯୋଗିନୀ ଐଶାନ୍ୟ ଦିବା ଘ୦୧/୨୪ ଗତେ ପୂର୍ବେ,ଅଷ୍ଟମୀର ଏକୋଦିଷ୍ଟ ଓ ନବମୀର ପାର୍ବଣ ଶ୍ରାଦ୍ଧ,ମକରରାଶିର ଘାତବାର,ଅଦ୍ୟ ମୃତେ ୧ପାଦ ପୁଷ୍କର ଦୋଷ,କାଳବେଳା -ଦିବା ଘ୦୧/୧୯ ଗତେ ଘ୦୨/୫୪ ମଧ୍ୟେ,ବାରବେଳା – ଦିବା ଘ୦୭/୦୫ ଗତେ ଘ୦୮/୩୯ ମଧ୍ୟେ,ବିଶୁଦ୍ଧଶୁଭବେଳା- ଦିବା ଘ୦୮/୪୦ଗତେ ଘ୧୦/୩୧ମଧ୍ୟେ ଓ ଘ୦୧/୦୧ ଗତେ ଘ୦୧/୧୮ମଧ୍ୟେ ଓ ଘ୦୪/୨୮ଗତେ ଘ୦୫ /୧୨ ମଧ୍ୟେ,ବିଶୁଦ୍ଧମାହେନ୍ଦ୍ରବେଳ।-ନାସ୍ତି,ନଡ଼ିଆ ଦିବା ଘ୦୧/୨୪ ଗତେ ଲାଉ ଭକ୍ଷଣ ନିଷେଧ। […]