Browsing author

SATYA SANDHANA DESK

ଆଜିର ରାଶିଫଳ

ଜାନୁଆରୀମାସ ୨୫ତାରିଖ ୨୦୨୪ ମସିହା (ଗୁରୁ ବାର)ପୌଷମାସ- ଶୁକ୍ଲପକ୍ଷ,ତିଥି- ପୂର୍ଣିମା ରାତ୍ରି ଘ ୧୨/୨୫ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦ,ସୁର୍ୟୋଦୟ-ପ୍ରାତଃ ଘ୦୬/୨୮/୦୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/୦୯,ପୂର୍ଣିମାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ତୁଳା ଓ କୁମ୍ଭ ରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୦୨/୪୭ ଗତେ ଘ୦୫/୩୨ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ରାତ୍ରି ଘ୧୨/୪୪ ଗତେ ଘ୦୩/୦୮ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୮/୦୨ ମଧ୍ୟେ ଓ ଘ୧୧/୧୪ ଗତେ ଘ୦୧/୩୯ ମଧ୍ୟେ,ଆମିଷଭକ୍ଷଣ ନିଷେଧ। ମେଷ👉ଅଭାବ ଲାଗି ରହିଥିଲେ ମଧ୍ୟ ଧାରକରଜ […]

ଆଇପିଏସ୍ ସ୍ତରରେ ଅଦଳବଦଳ

ଭୁବନେଶ୍ୱର,୨୪।୪(ଏସଏସ ନିଉଜ)ରାଜ୍ୟ ସରକାର ଆଇପିଏସ୍ ସ୍ତରରେ ଅଦଳ ବଦଳ କରିଛନ୍ତ । ଏହି ପ୍ରକ୍ରିୟାରେ ଅଦଳବଦଳ କରିଛନ୍ତି। ଭୁବନେଶ୍ୱର-କଟକ ପୁଲିସ୍ କମିଶନର ଥିବା ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ବରିଷ୍ଠ ଆଇପିଏସ୍ ଅଫିସର ସଞ୍ଜୀବ ପଣ୍ଡା ହୋଇଛନ୍ତି ଟ୍ୱିନ୍‌ ସିଟିର ନୂଆ ପୁଲିସ୍ କମିଶନର । ଜାରି ବିଜ୍ଞପ୍ତି ଅନୁସାରେ ୧) ସଞ୍ଜୀବ ପଣ୍ଡା – ଭୁବନେଶ୍ୱର-କଟକ ପୋଲିସ କମିଶନର ୨) ସୌମେନ୍ଦ୍ର ପ୍ରିୟଦର୍ଶୀ – ଗୁଇନ୍ଦା ନିର୍ଦ୍ଦେଶକ ୩)ସନ୍ତୋଷ ବାଲା- ପୋଲିସ […]

ଘାଟିରେ ଓଲଟିଲା ଯାତ୍ରାପାର୍ଟି ଟ୍ରକ୍‌

ମୟୂରଭଞ୍ଜ,୨୪।୧(ଏସଏସନିଉଜ) ବାଙ୍ଗିରିପୋଷି ଦ୍ଵାରଶୁଣି ଘାଟିରେ ଦୁର୍ଘଟଣା ଘଟିଛି।ଏଥିରେ ୫ଜଣଙ୍କର ମୃତୁ ଘଟିଛି।ଭାରସାମ୍ୟ ହରାଇ ଘାଟି ତଳକୁ ଖସିପଡିଛି ଧଉଳି ଯାତ୍ରାପାର୍ଟି ଟ୍ରକ୍ ।ଟ୍ରକ୍‌ରେ ଥିବା ୧୨ରୁ ଅଧିକ ଲୋକ ଗୁରୁତର ଆହତ ହୋଇଥିବାବେଳେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଟ୍ରକ୍ ତଳେ କିଛି ଲୋକ ଚାପି ହୋଇ ରହିଥିବା ସୂଚନା ରହିଛି।ଏହି ସଡକ ଦୁର୍ଘଟଣାରେ ୬ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ନିକଟ ଆତ୍ମୀୟଙ୍କୁ ୩ ଲକ୍ଷ ଟଙ୍କା ଲେଖାଏ […]

ଆଜିର ରାଶିଫଳ

ଜାନୁଆରୀମାସ ୨୪ତାରିଖ ୨୦୨୪ ମସିହା (ବୁଧବାର)ପୌଷମାସ- ଶୁକ୍ଲପକ୍ଷ,ତିଥି- ଚତୁର୍ଦ୍ଦଶୀ ରାତ୍ରି ଘ ୦୯/୪୯ ପର୍ଯ୍ୟନ୍ତ ତଦନ୍ତେ ପୂର୍ଣିମା, ସୁର୍ୟୋଦୟ-ପ୍ରାତଃ ଘ୦୬/୨୯/୧୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୦/୨୯,ଯୋଗିନୀ ପଶ୍ଚିମେ ରାତ୍ରି ଘ୦୯/୪୯ ପର୍ଯ୍ୟନ୍ତ ତଦନ୍ତେ ବାୟବ୍ୟେ,ଚତୁର୍ଦ୍ଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,କର୍କଟରାଶିର ଘାତବାର,କାଳବେଳା -ଦିବା ଘ୦୯/୧୧ ଗତେ ଘ୧୦/୩୩ ମଧ୍ୟେ, ବାରବେଳା – ଦିବା ଘ୧୧/୫୫ ଗତେ ଘ୦୧/୧୯ ମଧ୍ୟେ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୮/୦୪ ମଧ୍ୟେ ଓ ଘ୦୧/୨୦ ଗତେ ଘ୦୨/୨୮ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।- ରାତ୍ରି ଘ୦୪/୫୧ ଗତେ ଘ୦୫/୩୨ […]

ଆଜିର ରାଶିଫଳ

ଜାନୁଆରୀ ମାସ ୨୨ ତାରିଖ ୨୦୨୪ମସିହା (ସୋମବାର),ପୌଷମାସ- ଶୁକ୍ଲପକ୍ଷ,ତିଥି- ଦ୍ଵାଦଶୀ ରାତ୍ରି ଘ ୦୭/୪୭ ପର୍ଯ୍ୟନ୍ତ ତଦନ୍ତେ ତ୍ରୟୋଦଶୀ, ସୁର୍ୟୋଦୟ-ପ୍ରାତଃଘ୦୬/୨୮/୪୯,ସୂର୍ଯ୍ୟାସ୍ତ -ସନ୍ଧ୍ୟାଘ୦୫/୨୯/୧୯,ଯୋଗିନୀ ନୈରୁତେ ରାତ୍ରି ଘ୦୭/୪୭ ପର୍ଯ୍ୟନ୍ତ ତଦନ୍ତେ ଦକ୍ଷିଣେ, ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,କନ୍ୟା ରାଶିର ଘାତଚନ୍ଦ୍ର,ମିଥୁନରାଶିର ଘାତବାର,କାଳବେଳା -ଦିବା ଘ୦୭/୪୯ ଗତେ ଘ୦୯/୧୧ ମଧ୍ୟେ,ବାରବେଳା – ଦିବା ଘ୦୨/୪୫ ଗତେ ଘ୦୪/୦୮ ମଧ୍ୟେ,ବିଶୁଦ୍ଧ ଅମୃତ ବେଳ। – ଦିବା ଘ୦୭/ ୪୮ ମଧ୍ୟେ ଓ ଘ୧୧/୧୫ ଗତେ ଘ୦୧/୪୨ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର […]

ଏସ୍‌ଟିଏଫ୍ ଚଢ଼ଉ

ବୌଦ୍ଧ,୨୧ା୧(ଏସଏସନିଉଜ) ଶନିବାର ସକାଳୁ ରାଣୀପଥର ଗ୍ରାମରୁ ଏସ୍‌ଟିଏଫ୍ ଟିମ୍ ଚଢ଼ଉ କରି ଗୋଟିଏ ବାଘଛାଲ ଜବତ କରିଛି। ବୌଦ୍ଧ-କନ୍ଧମାଳ ସୀମାନ୍ତ ରାଣୀପଥରରେ ୨୫ ଲକ୍ଷ ଟଙ୍କାରେ ବାଘ ଛାଲ ବିକ୍ରି ପାଇଁ ମୂଲଚାଲ କରୁଥିବାବେଳେ ଏସ୍‌ଟିଏଫ୍ ଟିମ୍ ହାତରେ ଧରାପଡିଛନ୍ତି ସୁଡ଼୍ରୁକୁମ୍ପାର ଗୌତମ ବେହେରା ।ଏସ୍‌ଟିଏଫ୍ ଟିମ୍ ଗୌତମ ପାଖରୁ ଗୋଟିଏ କଳରାପତରିଆ ଛାଲ ସହ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି।  

ଭାଲୁ ନେଲା ବୃଦ୍ଧଙ୍କ ଜୀବନ

ନବରଙ୍ଗପୁର ,୨୧ା୧(ଏସଏସନିଉଜ) ପାପଡାହାଣ୍ଡି ବ୍ଲକ ସିରିସୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ ପାଳପୁର ନଦୀ ନିକଟରେ ଭାଲୁ ଆକ୍ରମଣରେ ପାଳପୁର ଗ୍ରାମର ସମଧୁ ଅମନତ୍ୟା (୬୦)ନାମକ ବୃଦ୍ଧଙ୍କର ମୃତ୍ୟୁ ଘଟିଛି ।ବୃଦ୍ଧ ଜଣଙ୍କ ଗତକାଲିରାତିରେ ଗାଁପାଖ ଚାଷଜମିକୁ ଶୋଇବାକୁଯାଉଥିବା ସମୟରେ ପାଳପୁର ନଦୀ ନିକଟରେ ଭାଲୁଟି ଅତର୍କିତ ଭାବେ ଆକ୍ରମଣ କରିଥିଲା।ନିଜ ଜୀବନ ବଂଚାଇବାକୁଯାଇ ଚିତ୍କାର କରିଥିଲେ। କିଛି ଗ୍ରାମବାସୀ ତାଙ୍କ ଚିତ୍କାର ଶୁଣି ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ପାପଡାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ […]

ଅର୍ଦ୍ଧନିର୍ମିତ ଘରୁ ମିଳିଲା ବୃଦ୍ଧଙ୍କ ମୃତଦେହ

କନ୍ଧମାଳ,୨୧ା୧(ଏସଏସନିଉଜ) ପଣସପୋଡ଼ି ଗ୍ରାମରୁ ବୁଡ଼ୁ ଓରଫ ପ୍ରଶାନ୍ତ ପୂଜାରୀ ନାମକ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଜଣେ ମିସ୍ତ୍ରୀ କାମକରୁଥିବା ପୂଜାରୀ ଗତକାଲି ସନ୍ଧ୍ୟାରେ ବୁଲୁଥିବାର କିଛିଲୋକ ଦେଖିବାକୁ ପାଇଥିଲେ। କିନ୍ତୁ ସନ୍ଧ୍ୟା ସାଢ଼େ ୭ଟା ପରେ ଆଉ ତାଙ୍କର ଦେଖା ମିଳି ନଥିଲା। ଆଜି ସକାଳୁ ଏକ ଅର୍ଦ୍ଧନିର୍ମିତ ଘରୁ ତାର ଶବ ମିଳିଛି। ତାର ବେକ ମୁହଁରେ ଶକ୍ତ ଆଘାତ ରହିଛି।ଧାରୁଆ ଅସ୍ତ୍ରରେ ତାଙ୍କୁ କେହି ହତ୍ୟା କରିଥିବାର ସନ୍ଦେହ କରାଯାଉଛି ।ଖବରପାଇ ପୋଲିସ […]

ବାଇକକୁ ପଛପଟରୁ ଦେଲା ଧକ୍କା

ଭଦ୍ରକ,୨୧ା୧(ଏସଏସନିଉଜ) ଭଦ୍ରକର ରାଣୀତାଲ ହାଇଟେକ କଲେଜ ନିକଟରେ ଏକ ଟ୍ରକ୍ ୩ ଜଣ ବାଇକ ଆରୋହୀଙ୍କୁ ପଛପଟୁ ଧକ୍କା ଦେଇଛି ।ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ବାଇକ ଆରୋହୀମାନେ ମାର୍କୋଣା ଆଡ଼କୁ ଯାଉଥିବା ବେଳେ ପଛରୁ ବାଲେଶ୍ଵର ଆଡ଼ୁ ଆସୁଥିବା ଏକ ଟ୍ରକ୍ ବାଇକକୁ ଧକ୍କା ଦେଇଥିଲା ।ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ବାଇକଚାଳକ ବାବୁଲା ପ୍ରଧାନ(୩୫) ବୋଲି ଜଣାଯାଇଛି। ଦୁର୍ଘଟଣା ଘଟାଇ ଘଟଣା ସ୍ଥଳରୁ […]

ଆଜିର ରାଶିଫଳ

୨୦୨୪ମସିହା ଜାନୁଆରୀମାସ ୨୧ତାରିଖ ରବିବାର। ଶ୍ରୀମନ୍ଦିରରେ ଓ ସର୍ବସମ୍ମତ ପୁତ୍ରଦାଏକାଦଶୀ, ରବିନାରାୟଣ ବ୍ରତ।ସୁର୍ଯ୍ୟୋଦୟ- ଘ୬/୨୮/୬ ,ସୂର୍ଯ୍ୟାସ୍ତ- ଘ୫/୨୭/୪୪ ,ପୌଷମାସ ,ଶୁକ୍ଳପକ୍ଷ ,ଆଦିତ୍ୟବାସ ,ତିଥି- ଏକାଦଶୀ ରାତ୍ରି ଘ୭/୨୬ମି ପର୍ଯ୍ୟନ୍ତ ତଦନ୍ତେ ଦ୍ବାଦଶୀ।ନକ୍ଷତ୍ର- ରୋହିଣୀ ନକ୍ଷତ୍ର ରାତ୍ରି ଘ୪/୨୭ମି ପର୍ଯ୍ୟନ୍ତ ତଦନ୍ତେ ମୃଗଶିରା ନକ୍ଷତ୍ର।ଯୋଗ- ଶୁକ୍ଳଯୋଗ ଦିବା ଘ୧୦/୫୯ମି ପର୍ଯ୍ୟନ୍ତ ତଦନ୍ତେ ବ୍ରହ୍ମଯୋଗ।କରଣ- ବାଣିଜ୍ୟକରଣ ଦିବା ଘ୭/୩୦ମିପର୍ଯ୍ୟନ୍ତ ତଦନ୍ତେ ବିଷ୍ଟିକରଣ ରାତ୍ରି ଘ୭/୨୬ମି ପର୍ଯ୍ୟନ୍ତ।ଯୋଗିନୀସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଆଗ୍ନେୟକୋଣରେ, ରାତ୍ରି ଘ୭/୨୬ମି ପରେ ନୈର୍ଋତକୋଣରେ।ଅଗନ୍ତବ୍ୟତିଥି, ବିଷ୍ଟିକରଣଦୋଷ ହେତୁ […]