ଆଜିର ରାଶିଫଳ
ଡିସେମ୍ବରମାସ ୧୭ତାରିଖ ୨୦୨୩ ମସିହା(ରବିବାର)ମାର୍ଗଶିରମାସ-ଶୁକ୍ଳପକ୍ଷ ,ତିଥି- ପଞ୍ଚମୀ ସନ୍ଧ୍ୟା ଘ ୦୫/୫୭ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ ,ସୁର୍ୟୋଦୟ-ପ୍ରାତଃ ଘ୦୬/୧୮/୪୦ ,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୦୭/୨୯ ,ପଞ୍ଚମୀ ର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ ,ମିଥୁନ ଓ ମୀନରାଶିର ଘାତଚନ୍ଦ୍ର , ମେଷରାଶିର ଘାତବାର ,କାଳବେଳା ଓ ବାରବେଳା – ଦିବା ଘ୧୦/୨୦ ଗତେ ଘ୦୧/୦୫ ମଧ୍ୟେ ,ବିଶୁଦ୍ଧ ଅମୃତବେଳ। – ଦିବା ଘ୦୭/୦୭ ଗତେ ଘ ୦୯/୩୧ ମଧ୍ୟେ ଓ ଘ୦୧/୦୬ ଗତେ ଘ ୦୩/୫୫ ମଧ୍ୟେ ,ବିଶୁଦ୍ଧ ମ।ହେନ୍ଦ୍ରବେଳ।- ଦିବା […]