୧୨ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ
ସୁନ୍ଦରଗଡ଼,୫ା୧୦(ଏସଏସନିଉଜ)ସହକାରୀ ଜିଲ୍ଲାପାଳ ସୁସ୍ମିତା ମିଞ୍ଜ ଓ ଏଏସ୍ଆଇ ଆଲିଶ ନାରମି ଲୁଗୁନଙ୍କ ମୃତ୍ୟୁ ରହସ୍ୟର ପର୍ଦ୍ଦାଫାସ ଓ ହତ୍ୟାକାରୀଙ୍କ ବିରୋଧରେ କଡ଼ାକାର୍ଯ୍ୟାନୁଷ୍ଠାନ ଦାବି ନେଇ ଗୁରୁବାର ୧୨ ଘଣ୍ଟିଆ ସୁନ୍ଦରଗଡ଼ ବନ୍ଦ ଡାକରା ଦିଆଯାଇଛି ।ବିଜେପି ମହିଳାମୋର୍ଚ୍ଚା ଓ ଆଦିବାସୀମୋର୍ଚ୍ଚା ପକ୍ଷରୁ ସକାଳ ୬ଟାରୁ ସନ୍ଧ୍ୟା ୬ଟାପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଇଛି ।ଯାହାଫଳରେ ସମସ୍ତ ସରକାରୀ, ବେସରକାରୀ କାର୍ଯ୍ୟାଳୟ, ବ୍ୟାଙ୍କ, ବ୍ୟାବସାୟିକ ପ୍ରତିଷ୍ଠାନ, ସ୍କୁଲ, କଲେଜ ବନ୍ଦ ରହିଛି। ସେହିପରି ସମସ୍ତ ଗାଡ଼ିମଟର ଚଳାଚଳ ମଧ୍ୟ […]