ଆଜିର ରାଶିଫଳ
୨୦୨୩ମସିହା ସେପ୍ଟେମ୍ବରମାସ ୪ତାରିଖ ସୋମ ବାର। ଶ୍ରୀମନ୍ଦିରରେ ରେଖାପଞ୍ଚମୀ, ଶ୍ରୀଜୀଉଙ୍କର ରାହୁରେଖା ଲାଗି, ଅଗସ୍ତାର୍ଘ୍ୟ ଦାନାରମ୍ଭ।ସୁର୍ଯ୍ୟୋଦୟ- ପ୍ରାତଃ ଘ୫/୩୫/ ୧୩,ସୂର୍ଯ୍ୟାସ୍ତ- ଘ୫/୫୬/୩୧,ଭାଦ୍ରବମାସ,କୃଷ୍ଣପକ୍ଷ,ଚନ୍ଦ୍ରବାସ,ତିଥି- ପଞ୍ଚମୀ ଦିବାଘ୪/୪୨ମି ପର୍ଯ୍ୟନ୍ତ ତଦନ୍ତେ ଷଷ୍ଠୀ।ନକ୍ଷତ୍ର- ଅଶ୍ବିନୀ ନକ୍ଷତ୍ର ଦିବାଘ୧୦/୪ମିପର୍ଯ୍ୟନ୍ତ ତଦନ୍ତେ ଦ୍ବିଜାନକ୍ଷତ୍ର।ଯୋଗିନୀ ସ୍ଥିତି ଓ ଦୂରଯାତ୍ରା- ଯୋଗିନୀ ଦକ୍ଷିଣ ଦିଗରେ, ଦିବା ଘ୪/୪୨ ମି ପରେ ପଶ୍ଚିମ ଦିଗରେ। ଅଗନ୍ତବ୍ୟତିଥି ଦୋଷହେତୁ ସୂର୍ଯ୍ୟୋଦୟରୁ ଦିବାଘ୪/୪୨ମି ମଧ୍ୟେ ଯାତ୍ରାଶୁଭ। ଦକ୍ଷିଣଦିଗ, ଅଗ୍ନିକୋଣ ଓ ପୂର୍ବଦିଗକୁ ତ୍ୟାଗକରି ଯାତ୍ରା କରା ଯିବ।ଘାତଚନ୍ଦ୍ର–ମେଷରାଶିର ଘାତଚନ୍ଦ୍ର।ଘାତବାର–ମିଥୁନରାଶିର ଘାତବାର।ସାମ୍ବତ୍ସରିକ ଶ୍ରାଦ୍ଧ–ପଞ୍ଚମୀର […]