ଆଜିର ରାଶିଫଳ
ସିଂହସଂକ୍ରାନ୍ତି,ଅଗଷ୍ଟ୧୭,ଗୁରୁବାର, କର୍କଟ ଓ ମକରରାଶିର ଘାତଚନ୍ଦ୍ର ।ତୁଳା ଓ କୁମ୍ଭରାଶିର ଘାତବାର । ଦିବା ଘ୨।୫୮ ଗତେ ଘ୬।୮ ମଧ୍ୟେ କାଳ ଓ ବାରବେଳା । ରାତ୍ରି ଘ୧୧।୪୮ ଗତେ ଘ୧।୧୩ ମଧ୍ୟେ କାଳରାତ୍ରି । ମୃତେ ସନ୍ଧ୍ୟା ଘ୫।୩୯ ଗତେ ପାଦ ଦୋଷ । ଫଳଂ ପଶୁ ହାନି ଓ ଅନ୍ନ ଦାନ । ପ୍ରଥମ ରଜୋଦର୍ଶନେ ପାଞ୍ଚମାସ ରାତ୍ରି ଘ୮।୪୭ ଗତେ ସାତମାସ ଗଣ୍ଡଦୋଷ ।ସ୍ଵର୍ଣ୍ଣ ଓ ପୀତବସ୍ତ୍ର ଦାନ । ପ୍ରତିପଦାର ଏକୋଦ୍ଦିଷ୍ଟ […]