ବିଜେଡିରୁ ସସ୍ପେଣ୍ଡ ହେଲେ ୬ ବିଧାୟକ
ଭୁବନେଶ୍ୱର,୨୧।୩(ଏସଏସନିଉଜ)କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବ କିଶୋର ମଲ୍ଲିକ, କଟକ-ଚୌଦ୍ୱାର ବିଧାୟକ ସୌଭିକ୍ ବିଶ୍ୱାଳ, ବସ୍ତା ବିଧାୟିକା ସୁବାସିନୀ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ ଏବଂ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ।ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି।ସେମାନଙ୍କ […]