ଆଜିର ରାଶିଫଳ
ମାର୍ଚ୍ଚମାସ ୦୨ତାରିଖ ୨୦୨୩ ମସିହା(ଗୁରୁବାର)ଫାଲଗୁନମାସ-ଶୁକ୍ଳପକ୍ଷ,ତିଥି- ଦଶମୀ, ସୁର୍ୟୋଦୟ-ପ୍ରାତଃ ଘ୦୬/୧୦/ ୧୮,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୪୯/୦୯,କନ୍ୟା ରାଶିର ଘାତଚନ୍ଦ୍ର, ତୁଳା ଓ କୁମ୍ଭରାଶିର ଘାତବାର,ଏକାଦଶୀର ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ, ଶିମ୍ବଭକ୍ଷଣ ନିଷେଧ। ମେଷ :-ଆଜି ଆପଣଙ୍କ ଆର୍ଥିକ ଦୃଷ୍ଟିକୋଣରେ ଦିନ ମଧ୍ୟମ ଫଳଦାୟୀ ଅଟେ। ଖର୍ଚ୍ଚର ଚିନ୍ତାରେ ମନ ଅଶାନ୍ତି ରହିପାରେ କିନ୍ତୁ ସବୁ ଠିକ ହୋଇଯିବ। ବାଣୀଉପରେ ନିୟନ୍ତ୍ରଣ ରଖିବେ, ଅନ୍ୟଥା କ୍ଷତି ହୋଇପାରେ। ସହକର୍ମିମାନଙ୍କ ଠାରୁ ଆପଣଙ୍କୁ ଲାଭବାନ ହେବ। ବୃଷ :-ଆଜି ନିଜର ଉତ୍ସାହ ଗୁଣ […]