Browsing author

SATYA SANDHANA DESK

ଯାତ୍ରା ବେଳେ ଚାଲିଥିଲା ଜୁଆ ଆଡ୍ଡା

ବାରଙ୍ଗ,୨୧।୩ (ଏସଏସନିଉଜ) ଦାଢାପାଟଣା ଅଞ୍ଚଳରେ ଏକ ଜୁଆ ଆଡ୍ଡା ଉପରେ ବାରଙ୍ଗ ପୋଲିସ ଚଢ଼ାଉ କରିଛି । ଚଢ଼ାଉ ବେଳେ କିଛି ଜୁଆଡିଆ ଖସି ଯାଇଥିବା ବେଳେ ତିନି ଜଣ ଯୁଆଡିକୁ ଗିରଫ କରି ପୋଲିସ ଶନିବାର ଦିନ କୋର୍ଟ ଚାଲାଣ କରିଥିବା ଜଣାପଡିଛି। ଗିରଫ ଅଭିଯୁକ୍ତ ହେଲେ ରାହୁଲ ପରିଡ଼ା , ଚନ୍ଦନ ପାତ୍ର ଓ ବିନୋଦ ସେଠୀ ବୋଲି ସୂଚନା ମିଳିଛି । ସୂଚନାଯୋଗ୍ୟ ଯେ ,ବାରଙ୍ଗ ଥାନା ଅଧୀନରେ ରେ ଥିବା ଦାଢ଼ାପାଟଣା […]

ହାଇୱା-ଟ୍ରକ୍ ମୁହାଁମୁହିଁ ଧକ୍କା,୨ଗୁରୁତର

ବାରଙ୍ଗ,୨୧।୩(ଏସଏସନିଉଜ)ଗୋଡ଼ିସାହି ଫାଣ୍ଡି ଅଧିନସ୍ଥ ଗୋବିନ୍ଦପୁର ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ ହାଇୱା ସହ ଟ୍ରକଟିର ମୁହାଁମୁହିଁ ଧକ୍କା ହୋଇଥିବାରୁ ଏଥିରେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ପ୍ରକାଶଯେ,ଶୁକ୍ରବାର ବିଳମ୍ବିତ ରାତିରେ ଗୋଡ଼ିସାହି ପଟୁ ଗୋବିନ୍ଦପୁର ଅଭିମୁଖେ ଆସୁଥିବା ଓଆର ୧୯ ଇ ୮୭୧୧ ନମ୍ୱର ଟ୍ରକ ସହ ବିପରୀତ ଦିଗରୁ ଆସୁଥିବା ଓଡ଼ି୩୩ ଏଡବ୍ଲୁ ୪୨୭୧ ନମ୍ୱର ଚିପ୍ସ ବୋଝେଇ ହାଇୱାର ଗୋବିନ୍ଦପୁର ଛକ ନିକଟରେ ମୁହାଁମୁହିଁ ଧକ୍କା […]

ଆଜିର ରାଶିଫଳ

ମାର୍ଚ୍ଚମାସ ୨୨ତାରିଖ ୨୦୨୬ମସିହା(ରବିବାର)ଚୈତ୍ରମାସ-ଶୁକ୍ଳପକ୍ଷ, ତିଥି-ଚତୁର୍ଥୀ ରାତ୍ରି ଘ୦୯/୧୯ଗତେ ପଞ୍ଚମୀ,ନକ୍ଷତ୍ର-ଦ୍ୱିଜା ରାତ୍ରି ଘ୧୧/୨୧ ଗତେ କୁର୍ତ୍ତିକା,ସୁର୍ୟୋଦୟ-ପ୍ରାତଃଘ୦୫/୫୪/୨୨,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୫/୫୭,ଯୋଗିନୀ ନୈରୁତେ ରାତ୍ରି ଘ୦୯/୧୯ ଗତେ ଦକ୍ଷିଣେ,ମେଷରାଶିର ଘାତଚନ୍ଦ୍ର,ମେଷରାଶିର ଘାତବାର,ଚତୁର୍ଥୀ ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ଏକପାଦ ରାତ୍ରି ଘ୧୧/୨୧ଗତେ ଦ୍ୱିପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା-ଦିବା ଘ୧୦/୨୪ଗତେ ଘ୦୧/୨୫ ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୬/୪୨ ଗତେ ଘ୦୯/୫୫ ମଧ୍ୟେ ଓ ରାତ୍ରି ଘ୦୭/୩୪ ଗତେ ଘ୦୯/୦୮ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ଦିବା ଘ୦୧/୨୫ ଗତେ ଘ୦୧/୫୭ ମଧ୍ୟେ ଓ ରାତ୍ରି ଘ୦୬/୪୩ଗତେ ଘ୦୭/୩୩ ମଧ୍ୟେ,ଅଦ୍ୟ ବେଲଭକ୍ଷଣ ନିଷେଧ। […]

ବିଜେଡିରୁ ସସ୍‌ପେଣ୍ଡ ହେଲେ ୬ ବିଧାୟକ

ଭୁବନେଶ୍ୱର,୨୧।୩(ଏସଏସନିଉଜ)କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବ କିଶୋର ମଲ୍ଲିକ, କଟକ-ଚୌଦ୍ୱାର ବିଧାୟକ ସୌଭିକ୍‌ ବିଶ୍ୱାଳ, ବସ୍ତା ବିଧାୟିକା ସୁବାସିନୀ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ ଏବଂ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ।ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି।ସେମାନଙ୍କ […]

ପୁଣି ଜଳିଗଲା ବସ୍

ଭୁବନେଶ୍ବର,୨୧।୩(ଏସଏସନିଉଜ)ଭୁବନେଶ୍ବରରୁ ମାଲକାନଗିରି ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ ଯାଲିଯାଇଛି।ଆନ୍ଧ୍ରପ୍ରଦେଶର ରାମଭଦ୍ରପୁରମ୍ ନିକଟରେ ନିଆଁ ଲାଗିଥିବାର ସୂଚନା ମିଳିଛି।ଏହି ଘରୋଇ ବସରେ ନିଆଁ ଲାଗିଯାଇଥିଲା।ତେବେ ବସରେ ଥିବା ୩୭ ଜଣ ଯାତ୍ରୀ ସୁରକ୍ଷିତ ଥିବାର ଜଣାପଡିଛି।ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯିବା ପରେ ବସ୍‌ଟି ସମ୍ପୂର୍ଣ୍ଣ ଭାବେ ଜଳିଯାଇଥିବାର ଦେଖିବାକୁ ମିଳିଛି।

ଆରମ୍ଭ ହେଲା ଓଡ଼ିଶା ପ୍ରସିଦ୍ଧ କଣ୍ଢେଇ ମେଳଣ

ଭୁବନେଶ୍ୱର,୨୧।୩(ଏସଏସନିଉଜ)ଓଡ଼ିଶା ପୁରପଲ୍ଲିରେ ଦୋଳମେଲଣ ପାଳନ ହେଉଥିବାବେଳେ ରାଜଧାନୀ ଉପକଣ୍ଠ ଭଗବାନପୁର-ପାତ୍ରପଡ଼ାଠାରେ ଏକ ନିଆରାମେଲଣ ଆୟୋଜିତହୁଏ ।ଚୈତ୍ରମାସରେ ଆୟୋଜିତ ଏହି ମେଲଣରେ କୁନିକୁନି ପିଲାମାନଙ୍କଦ୍ଵାରା କାଠବାଉଁଶ,ସୋଲୋ ଓ ରଙ୍ଗିନକାଗଜରେ ତିଆରି ହୋଇଥିବା ଛୋଟଛୋଟ ଦୋଳବିମାନରେ ବିରାଜମାନ କରିଥାନ୍ତି କାଠନିର୍ମିତ କଣ୍ଢେଇ,ମାଟିତିଆରିକଣ୍ଢେଇ,ପ୍ଲାଷ୍ଟିକକଣ୍ଢେଇ,ଟ୍ରେଡିଓ ବାବିଡାଲ୍।ଏହି କଣ୍ଢେଇକୁ ଉଭୟ ଭଗବାନପୁର ଓ ପାତ୍ରପଡ଼ା ଗ୍ରାମବାସୀମାନେ ସାହିସାହିରେ ବୁଲାଇ ଚାଚେରୀଭୋଗ ଅର୍ପଣ କରିଥାନ୍ତି।କାଲିସେ ଯେଉଁ କଣ୍ଢେଇରେ ଖେଳୁଥିଲା ଆଜି ତାକୁ ଠାକୁରସଜେଇ ମେଲଣପଡିଆକୁ ଅପଟିଆ ସାଜି ବୋହି ଆଣିଛି। ବିଶ୍ୱାସ ମୂଳେ ଭଗବାନ ଏହିଭାବନାକୁ […]

ନନ୍ଦନକାନନ ବସଷ୍ଟାଣ୍ଡରେ ଚାଳକମାନଙ୍କୁ ଏକାଠି କଲେ…

ଭୁବନେଶ୍ୱର,୨୧।୩(ଏସଏସନିଉଜ)ସଡ଼କସୁରକ୍ଷା ଓ ଟ୍ରାଫିକନିୟମ ସମ୍ପର୍କରେ ସଚେତନତା ସୃଷ୍ଟି କରିବାପାଇଁ ପରିବହନବିଭାଗ ନିୟମିତଭାବେ ବିଭିନ୍ନ ମାଧ୍ୟମରେ ସଚେତନ କରୁଛନ୍ତି। ଦୁର୍ଘଟଣାସଂଖ୍ୟା ହ୍ରାସକରିବା ଏବଂ ସାଧାରଣ ଜନତାଙ୍କମଧ୍ୟରେ ସଡ଼କ ସୁରକ୍ଷାନିୟମ ମାନିବାରଅଭ୍ୟାସ ସୃଷ୍ଟିକରାଇବା ସଚେତନତାର ମୁଖ୍ୟଲକ୍ଷ ରଖାଯାଇଛି।ଶନିବାରଦିନ ଏହିଭଳି ଏକ ସଚେତନତାକାର୍ଯ୍ୟକ୍ରମ ନନ୍ଦନକାନନ ବସଷ୍ଟାଣ୍ଡରେ ଆୟୋଜିତ ହୋଇଯାଇଛି।ଭୁବନେଶ୍ଵର ଆରଟିଓ -୨ଦ୍ଵାରା ଆୟୋଜିତ ଏହି ସଚେତନତାକାର୍ଯ୍ୟକ୍ରମରେ ପଶ୍ଚିମବଙ୍ଗ,ଝାଡ଼ଖଣ୍ଡ, ବିହାର ,ଓଡ଼ିଶା ଏବଂ ବିଭିନ୍ନରାଜ୍ୟରୁ ଯାତ୍ରୀନେଇ ଆସିଥିବା ଚାଲକମାନଙ୍କୁ ସଚେତନ କରାଯାଇଥିଲା।ବିଶେଷକରି ରାତିରେ ଗାଡିଚଳାଇବା ବେଳେ ନିଦଲାଗିଲେ କଣକରିବେ,ହଠାତ୍ ଗାଡ଼ିରେ ନିଆଲାଗିଲେ କଣକରିବେ,ବିଭିନ୍ନ […]

ଆଜିର ରାଶିଫଳ

ମାର୍ଚ୍ଚମାସ ୨୧ତାରିଖ ୨୦୨୬ମସିହା(ଶନିବାର)ଚୈତ୍ରମାସ-ଶୁକ୍ଳପକ୍ଷ,ତିଥି-ତୃତୀୟା ରାତ୍ରିଘ୧୧/୫୪ ଗତେ ଚତୁର୍ଥୀ,ନକ୍ଷତ୍ର-ଅଶ୍ୱିନୀ ରାତ୍ରି ଘ୦୧/୧୧ଗତେ ଦ୍ୱିଜା,ସୁର୍ୟୋଦୟ-ପ୍ରାତଃଘ୦ ୫/୫୫/୦୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୫/୩୭,ଯୋଗିନୀ ଅଗ୍ନିକୋଣେ ରାତ୍ରିଘ୧୧/୫୪ ଗତେ ନୈରୁତେ,ମେଷରାଶିର ଘାତଚନ୍ଦ୍ର,ବୃଷ,ସିଂହ ଓ କନ୍ୟାରାଶିର ଘାତବାର,ତୃତୀୟା ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧମୃତେ ଏକପାଦ ପୁଷ୍କରଦୋଷ,କାଳବେଳା -ଦିବା ଘ୦୭/୨୦ମଧ୍ୟେ ଓ ଦିବା ଘ୦୪/୨୫ଗତେ ଘ୦୫/୫୮ମଧ୍ୟେ,ବାରବେଳା-ଦିବା ଘ୦୧/୨୪ଗତେ ଘ୦୨/୫୬ମଧ୍ୟେ,ବିଶୁଦ୍ଧ ଅମୃତବେଳା-ଦିବା ଘ୦୯/୪୮ଗତେ ଘ୦୧/୦୧ମଧ୍ୟେ ଓ ରାତ୍ରି ଘ୦୮/୨୦ ଗତେ ଘ୧୦/୪୬ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।-ନାସ୍ତୀ,ଅଦ୍ୟ ପୋଟଳଭକ୍ଷଣ ନିଷେଧ। ମେଷ:-ଆଜିର ଅସମ୍ପୂର୍ଣ୍ଣକାମକୁ ସମ୍ପୂର୍ଣ୍ଣ କରିବେ।ଯିବାଆସିବା ସମୟରେ ଅପରିଚିତ ବ୍ୟକ୍ତିଙ୍କଠାରୁ ଦୂରେଇ ରହିବା ଭଲ ।ହାତକୁ ନେଇଥିବା […]

ଆଜିର ରାଶିଫଳ

ମାର୍ଚ୍ଚମାସ ୨୦ତାରିଖ ୨୦୨୬ମସିହା(ଶୁକ୍ରବାର)ଚୈତ୍ରମାସ-ଶୁକ୍ଳପକ୍ଷ, ତିଥି-ଦ୍ୱିତୀୟା ରାତ୍ରିଘ୦୨/୦୬ଗତେ ତୃତୀୟା,ନକ୍ଷତ୍ର-ରେବତୀ ରାତ୍ରି ଘ୦୩/୦୦ଗତେ ଅଶ୍ୱିନୀ,ସୁର୍ୟୋଦୟ-ପ୍ରାତଃଘ୦୫/୫୫/୫୨,ସୂର୍ଯ୍ୟାସ୍ତ-ସନ୍ଧ୍ୟା ଘ୦୫/୫୪/୧୭,ଯୋଗିନୀ ଉତ୍ତରେ ରାତ୍ରି ଘ୦୦୨/୨୬ଗତେ ଅଗ୍ନିକୋଣେ,ଧନୁ ରାଶିରଘାତଚନ୍ଦ୍ର,ବିଛା,ଧନୁ ଓ ମୀନରାଶିର ଘାତବାର,ଦ୍ୱିତୀୟା ଏକୋଦିଷ୍ଟ ଓ ପାର୍ବଣଶ୍ରାଦ୍ଧ,ମୃତେ ରାତ୍ରି ଘ୦୨/୨୬ମଧ୍ୟେ ଏକପାଦ ପୁଷ୍କରଦୋଷ,କାଳବେଳା ଓ ବାରବେଳା-ଦିବା ଘ୦୮/୫୫ଗତେ ଘ୧୧/୫୬ମଧ୍ୟେ,ବିଶୁଦ୍ଧ ଅମୃତବେଳା- ଦିବା ଘ୦୭/୨୬ମଧ୍ୟେ ଓ ଘ୦୪/୨୫ଗତେ ଘ୦୫/୫୬ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ର ବେଳ।-ଦିବା ଘ୦୭/୨୭ଗତେ ଘ୦୮/୫୪ମଧ୍ୟେ ଓ ଘ୧୧/୫୭ଗତେ ଘ୦୧/୨୭ମଧ୍ୟେ,ଅଦ୍ୟ ବୋଇତି କଖାରୁ ଭକ୍ଷଣ ନିଷେଧ। ମେଷ👉ଆଜି ଶୁଭଗ୍ରହର ଦୃଷ୍ଟି ରହିଥିବାରୁ ଯାହା ଚାହୁଁଛନ୍ତି ତାହା ଅବଶ୍ୟ ପାଇବେ।ବେୟ […]

ନୂଆପଡାରେ ହୀରାଖଣି ସନ୍ଧାନ

ଭୁବନେଶ୍ୱର,୧୯।୩(ଏସଏସନିଉଜ)ଓଡ଼ିଶା ମାଟି ତଳେ ହୀରାର ଭଣ୍ଡାର ମିଳିଛି। ନୂଆପଡା କାଲମିଦାଦରରେ ହୀରାପଥର ଥିବାର ଚିହ୍ନଟ ହୋଇଛି।ଜୁନାଗଡ ହିଞ୍ଜିଳିବାହାଲ- ଜିଲିଙ୍ଗିବାରରେ ମାଣିକ ଥିବାବେଳେଏବେ ସୁଦ୍ଧା ଓଡ଼ିଶାରେ କୌଣସି ମୋତି ଖଣି ଚିହ୍ନଟ ହୋଇନି।ଦେବଗଡ ଜିଲ୍ଲା ରିଆମାଳ ବ୍ଲକରେ ତମ୍ବାବାହୀ ପଥର, ଗ୍ରାଫାଇଟ୍, ନିକେଲ ସହିତ ସୁନା ଥିବାର ଜଣାପଡିଛି। ମୟୂରଭଞ୍ଜ କୁଳିଅଣା ମଦନାସାହି-କାଞ୍ଜିଆରେ ତମ୍ବାପଥର ସହ ସୁନା ଥିବାର ଆକଳନ ହୋଇଛି।ବଂଶପାଳ ଗୋପୁର-ଜଳଡ଼ିହିରେ ସୁନାପଥରର ସନ୍ଧାନ ମିଳିଛି ବୋଲି ଗୃହରେ ଖଣିମନ୍ତ୍ରୀ ବିଭୁତି ଭୂଷଣ ଜେନାଙ୍କ ଲିଖିତ ଉତ୍ତରରେ […]