ଆଜିର ରାଶିଫଳ
ଇନ୍ଦିରା ଏକାଦଶୀ ,୨୦୨୨ ମସିହା ସେପ୍ଟେମ୍ବର ମାସ ୨୧ ତାରିଖ (ବୁଧବାର)ଆଶ୍ଵିନ ମାସ –କୃଷ୍ଣପକ୍ଷ ,ତିଥି-ଏକାଦଶୀ ରାତ୍ରି ଘ୧୧/୧୬ପର୍ଯ୍ୟନ୍ତ ତଦନ୍ତେ ଦ୍ୱାଦଶୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୩୯/୧୭ ,ସୂର୍ଯ୍ୟାସ୍ତ ସନ୍ଧ୍ୟା ଘ୦୫/୪୧/୨୪ ,କର୍କଟ ରାଶିର ଘାତବାର ,ଏକାଦଶୀର ସାମ୍ଭତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ ,ଶିମ୍ବ ରାତ୍ରି ଘ୧୧/୧୬ ଗତେ ପୋଇ ଶାଗ ଭକ୍ଷଣ ନିଷେଧ । ମେଷ-ପରିବାର ଏବଂ କାର୍ଯ୍ୟକ୍ଷେତ୍ରରେ ବୁଝାମଣାପୂର୍ଣ୍ଣ ବ୍ୟବହାରରେ ସଂଘର୍ଷକୁ ଏଡ଼ାଇ ଦିଆଯାଇପାରିରେ। ନିଜ ବାଣୀ ତଥା ବ୍ୟବହାର ଉପରେ ନିୟନ୍ତ୍ରଣ ରଖିର […]