ଆଜିର ରାଶିଫଳ
୨୦୨୨ ମସିହା ଜୁଲାଇ ମାସ ୩୧ ତାରିଖ (ରବିବାର)ଶ୍ରାବଣମାସ –ଶୁକ୍ଳପକ୍ଷ ,ତିଥି-ତୃତୀୟା ରା ଘ୪/୧୯ ପର୍ଯ୍ୟନ୍ତ ତଦନ୍ତେ ଚତୁର୍ଥୀ ,ସୁର୍ୟୋଦୟ ପ୍ରାତଃ ଘ୦୫/୨୫/୩୭ .ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୦/୧୫ ,ମେଷ ରାଶିର ଘାତବାର ,କର୍କଟ ଓ ମକର ରାଶିର ଘାତଚନ୍ଦ୍ର ,ତୃତୀୟାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,ପୋଟଳ ଭକ୍ଷଣ ନିଷେଧ । ମେଷ-କନ୍ୟା, ପୁତ୍ରାଦି ଲାଭ କରି ପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ଆକସ୍ମିକ ଧନଲାଭର ସୁଯୋଗ ସୃଷ୍ଟି ହୋଇଛି। ଧାର୍ମିକ ତେଜସ୍ୱୀ ଓ ଉତ୍ତମ ବ୍ୟକ୍ତିତ୍ୱ […]