ଆଜିର ରାଶିଫଳ
🙏ମାଁ ପରମେଶ୍ବରୀ ନମଃ🙏ଅକ୍ଟୋବର ମାସ ୧୮ ତାରିଖ ୨୦୨୧ ମସିହା(ସୋମବାର)ଆଶ୍ଵିନ୍ୟ – ଶୁକ୍ଳପକ୍ଷ,ତିଥି- ତ୍ରୟୋଦଶୀ,ଚନ୍ଦ୍ର ଶୁଦ୍ଧି- ବୃଷ ମିଥୁନ କର୍କଟ କନ୍ୟା ତୁଳା ବିଛା ମକର କୁମ୍ଭ ମୀନ ରାଶିଜାତ ବ୍ୟକ୍ତିଙ୍କର ଚନ୍ଦ୍ର ଶୁଦ୍ଧି ଓ ଘାତ ଚନ୍ଦ୍ର ଧନୁ ରାଶିର ଘାତ ଚନ୍ଦ୍ର ତ୍ରୟୋଦଶି ର ଏକୋଦିଷ୍ଟ୍ ଓ ପାର୍ବଣ ଶ୍ରାଦ୍ଧ,ବାଇଗଣ ବିରି ଭକ୍ଷଣ ନିଷେଧ। ମେଷ-ଆଜିର ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗିରହିବ। ଅଟକି ରହିଥିବା କାମଗୁଡିକ ସମ୍ପନ୍ନ ହେବା କଷ୍ଟକର । ନିଜ […]