Browsing author

SATYA SANDHANA DESK

ଜିଓ ଫୋନକୁ ଟକ୍କର

ସକାଳର ଖବର,୨୪-ଜୁଲାଇ-୨୦୨୧,ଶନିବାର ➡️୧-ନବଦିନ ଯାତ୍ରା ଶେଷକରି ନୀଳକନ୍ଦରକୁ ବିଜେ କରିଲେ ଚତୁର୍ଦ୍ଧା ମୂରତୀ । ରସଗୋଲା ଖୁଆଇ ମହାଲକ୍ଷ୍ମୀ କଲେ ମାନଭଞ୍ଜନ । ଆଜିଠାରୁ ଆଷାଢ଼ ଶ୍ରୀ ମନ୍ଦିରରେ ମିଳିବ ଅଭଡ଼ା । ➡️୨-ଆଜି ଅପରାହ୍ନ ୩ଟାରେ ପ୍ରକାଶ ପାଇବ ICSE ଏବଂ ISC ୨୦୨୧ ପରୀକ୍ଷା ଫଳ । www.cisce.org କିମ୍ବା www.results.cisce.org ପରିଦର୍ଶନ କରି ବ୍ୟକ୍ତିଭାବେ ପରୀକ୍ଷାର୍ଥୀମାନେ ଫଳାଫଳକୁ ଯାଞ୍ଚ କରିପାରିବେ। ➡️୩-ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଓପନ୍ ସ୍କୁଲ୍ ଦଶମ ଏବଂ ଦ୍ୱାଦଶ ପରୀକ୍ଷା […]

ଆଜିର ଅନୁଚିନ୍ତା

🌺”ଜୀବନ ତୁମର, ସ୍ୱପ୍ନ ତୁମର,ଗନ୍ତବ୍ୟସ୍ଥଳ ତୁମର, ବିଜୟ ଏବଂ ପରିଶ୍ରମ ତୁମର, ତେବେ ଏହି ମୂର୍ଖ ଲୋକମାନଙ୍କ କଥା ଶୁଣିବା ପରେ ହାରିବାର ନାଟକ କ’ଣ ପାଇଁ 🌺”ପ୍ରକୃତ ବନ୍ଧୁ ଯେତେ କ୍ରୋଧିତ ହୁଅନ୍ତୁ ନା କାହିଁକି, ସେ କେବେବି ଶତ୍ରୁମାନଙ୍କ ଧାଡିରେ ଠିଆ ହୁଅନ୍ତି ନାହିଁ ! 🌺”ପ୍ରଗତିର ଏକମାତ୍ର ଉପାୟ ହେଉଛି କେବେ ପଛକୁ ଚାହିଁ ଦେଖିବ ନାହିଁ !! 🌺”ଯାହାର ମନ ଏବଂ ଗତି ସତ୍ୟ ଆଡକୁ ଅଛି, ଆଜି ମଧ୍ୟ ତାଙ୍କ […]

ଆଜିର ରାଶିଫଳ

ଜୁଲାଇ ମାସ ୨୪ ତାରିଖ ୨୦୨୧ ମସିହା(ଶନିବାର)ଆଷାଢ଼ମାସ-ଶୁକ୍ଳପକ୍ଷ,ତିଥି-ପୂର୍ଣ୍ଣିମା,ନକ୍ଷତ୍ର- ଉତ୍ତରାଷ,ସିଂହ ରାଶିର ଘାତ ଚନ୍ଦ୍ର,ବୃଷ,ସିଂହ ଓ କନ୍ୟା ରାଶିର ଘାତବାର,ପ୍ରତିପଦର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ଆମିଷ ପାଣିକଖାରୁ ଭକ୍ଷଣ ନିଷେଧ । ମେଷ-ଆଜି ପରିବାରରେ ସନ୍ଦେହ ଓ ଭୁଲ୍‌ବୁଝାମଣା ସୃଷ୍ଟି ହୋଇପାରେ । ନୈରାଶ୍ୟର ଛାୟା ଆଚ୍ଛାଦିତ ମନ ନିଷ୍ପତ୍ତି ନେବାରେ ଦ୍ୱନ୍ଦ୍ୱରେ ପଡିବ। ଅଫିସରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ସୃଷ୍ଟି ହୋଇପାରେ। ଆଲୋଚନା, ଆନୁଷ୍ଠାନିକ କାମରେ ଦ୍ୱନ୍ଦ୍ୱ ଦୂର ହୋଇପାରେ। ବୃଷ-ଆଜି ବନ୍ଧୁମାନଙ୍କ […]

ଜିଓ ଫୋନକୁ ଟକ୍କର

➡️୧-ନବଦିନ ଯାତ୍ରା ଶେଷକରି ନୀଳକନ୍ଦରକୁ ବିଜେ କରିଲେ ଚତୁର୍ଦ୍ଧା ମୂରତୀ । ରସଗୋଲା ଖୁଆଇ ମହାଲକ୍ଷ୍ମୀ କଲେ ମାନଭଞ୍ଜନ । ଆଜିଠାରୁ ଆଷାଢ଼ ଶ୍ରୀ ମନ୍ଦିରରେ ମିଳିବ ଅଭଡ଼ା । ➡️୨-ଆଜି ଅପରାହ୍ନ ୩ଟାରେ ପ୍ରକାଶ ପାଇବ ICSE ଏବଂ ISC ୨୦୨୧ ପରୀକ୍ଷା ଫଳ । www.cisce.org କିମ୍ବା www.results.cisce.org ପରିଦର୍ଶନ କରି ବ୍ୟକ୍ତିଭାବେ ପରୀକ୍ଷାର୍ଥୀମାନେ ଫଳାଫଳକୁ ଯାଞ୍ଚ କରିପାରିବେ। ➡️୩-ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଓପନ୍ ସ୍କୁଲ୍ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ଫଳାଫଳ ପ୍ରକାଶ […]

ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ଜରୁରୀ – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩/୭(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନୟକ ଆଜି ରାଜ୍ୟରେ କୋଭିଡର ସ୍ଥିତି, ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଏବଂ କୋଭିଡ ସହାୟତା ସଂପର୍କରେ ସମୀକ୍ଷା କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭିଟି ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ଆହୁରି ଉନ୍ନତି ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ, ଅଧିକ ସତର୍କତା ହିଁ ଆମକୁ ସୁରକ୍ଷିତ ରଖିବ […]

ଆଜି ରତ୍ନବେଦୀକୁ ଯିବେ ଚତୁର୍ଦ୍ଧାମୂର୍ତି

ଭୁବନେଶ୍ୱର,୨୩/୭(ଏସଏସନିୟୁଜ) ରଥଯାତ୍ରାର ଶେଷ ପର୍ବ ନୀଳାଦ୍ରି ବିଜେ ଆଜି ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହେବ । ରତ୍ନସିଂହାସନକୁ ଫେରିବେ ନୀଳାଦ୍ରିନାଥ । ସଂନ୍ଧ୍ୟାଧୂ ନୀତି ସମ୍ପନ୍ନ ହେବା ପରେ ଚାରମାଳ ବନ୍ଧା ହେବ । ବିଜେ କାହାଳୀ ବାଜିବା ପରେ ବନ୍ଦାପନାଓ ଡ଼ୋରଲାଗି ନୀତି ଅନୁଷ୍ଠିତ ହେବ । ଗୋଟି ପହଣ୍ଡିରେ ଶ୍ରୀମନ୍ଦିରକୁ ବିଜେ ହେବେ ଦାରୁଦିଁଅ । ପରମ୍ପରା ଅନୁସାରେ କାଳିଆସାଆନ୍ତଙ୍କ ବାଟ ଓଗାଳିବେ ମା’ଲକ୍ଷ୍ମୀ ଠାକୁରାଣୀ । ଶେଷରେ ଶ୍ରୀଜଗନ୍ନାଥ ରସଗୋଲା ଦେଇ ଲକ୍ଷ୍ମୀ ଠାକୁରାଣୀଙ୍କ […]

ଆଜିଠୁ ୨ ଦିନ ଅତିପ୍ରବଳ ବର୍ଷା

ଭୁବନେଶ୍ୱର,୨୩/୭(ଏସଏସନିୟୁଜ)ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଶୁକ୍ରବାର ଓଡ଼ିଶା ଉପକୂଳରେ ଏହି ଲଘୁଚାପର ପ୍ରଭାବ ଅନୁଭୂତ ହେବାର ସମ୍ଭାବନା ଥିବା ବେଳେ ଶନିବାର ଅପରାହ୍ନ ସୁଦ୍ଧା ଏହା ଉତ୍ତର ଆଡକୁ ମୁହାଁଇ ବିହାର ଅଭିମୁଖେ ଯିବ ବୋଲି କୁହାଯାଇଛି ।ଏହାର ପ୍ରଭାବରେ ଆସନ୍ତା ୨ ଦିନ ଯାଏ ରାଜ୍ୟର କିଛି ଜିଲ୍ଲାରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ଏହାସହ ଜୁଲାଇ ୨୭ […]

ଶ୍ୱାସରୁଦ୍ଧ ହୋଇ ଆଖିବୁଜିଲେ ୩ ଜଣ ଶ୍ରମିକ

ଗଞ୍ଜାମ, ୨୩/୭(ଏସଏସନିୟୁଜ) ଗୋପାଳପୁର ଅନ୍ତର୍ଗତ ବିକ୍ରମପୁରରେ ପାଇଖାନା ସେଣ୍ଟ୍ରିଂ ଖୋଲିବାକୁ ଯାଇଥିବା ବେଳେ ଘଟିଲା ଅଘଟଣ । ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୩ ଜଣଙ୍କ ଜୀବନ । ଗୁରୁବାର ସନ୍ଧ୍ୟାରେ ଟି.ସିଦ୍ଧେଶୁଙ୍କ ଘରର ନବନିର୍ମିତ ପାଇଖାନା ଟାଙ୍କିର ସେଣ୍ଟ୍ରିଂ ଖୋଲିବାକୁ ରାଜମିସ୍ତ୍ରି ସଦାନନ୍ଦମ୍ ପ୍ରଥ‌ମେ ଭିତରେ ପଶିଥିଲେ । ସେ ନଫେରିବାରୁ ସିଦ୍ଧେଶୁଙ୍କ ପଡ଼ୋଶୀ କ୍ରିଷ୍ଣା ଟାଙ୍କି ଭିତରକୁ ଯାଇଥିଲେ । ଉଭୟ ଫେରିବାରେ ବିଳମ୍ଭ ହେବାରୁ ଙ୍କ ଆଉ ଜଣେ ପ‌ଡ଼ୋଶୀ ତରେନେୟା କିଛି ସମୟ […]

ଆଜିଠୁ ଟୋକିଓ ଅଲିମ୍ପିକ୍ସ

ଭୁବନେଶ୍ୱର,୨୩/୭(ଏସଏସନିୟୁଜ)ଆଜିଠୁ ଆରମ୍ଭ ହୋଇଛି କ୍ରୀଡ଼ା ମହାକୁମ୍ଭ ଟୋକିଓ ଅଲିମ୍ପିକ୍ସ । ଅଲିମ୍ପିକ୍ସ ଷ୍ଟାଡ଼ିୟମ୍‌ରେ ହେବାକୁଥିବା ଉଦଘାଟନୀ ସମାରୋହରେ ଭାରତର ୨୦ଜଣ ଆଥଲେଟ୍ ଓ ୬ଜଣ ଅଫିସିଆଲ୍ ସଦସ୍ୟ ଭାଗ ନେବେ ।ତେବେ କରୋନା ସଂକ୍ରମଣ ପାଇଁ କ୍ରୀଡ଼ାଗ୍ରାମରେ କୋଭିଡ କଟକଣାକୁ କଡାକଡିଭାବେ ପାଳନ କରାଯିବ ।ଏହି ନିରାଡ଼ମ୍ବର ଉଦଘାଟନୀ ଉତ୍ସବରେ କରମର୍ଦ୍ଦନ, ଆଲିଙ୍ଗନ ଆଦିକୁ ବାରଣ କରାଯାଇଥିବାବେଳେ ସାମାଜିକ ଦୁରତାକୁ ଗୁରୁତ୍ୱ ଦିଆଯାଇଛି । ଟୋକିଓ ଅଲିମ୍ପିକ୍ସ ସଫଳତାର ସହ ଶେଷ ହେବ ବୋଲି ଅନ୍ତର୍ଜାତୀୟ ଅଲିମ୍ପିକ୍ସ […]

ପାଳନ କଲେ ପ୍ରତିବାଦ ଦିବସ

ଡେଲାଙ୍ଗ,୨୨/୭(ଏସଏସନିୟୁଜ) ଡେଲାଙ୍ଗ ବ୍ଳକ ଏସୟୁସିଆଇ(କମ୍ୟୁନିଷ୍ଟ)ପାର୍ଟି ପକ୍ଷରୁ ପ୍ରତିବାଦ ଦିବସ ପାଳିତ ହେବାସହ ଦଳୀୟ ନେତାମାନେ ଏଥିରେ ଯୋଗଦେଇ କେନ୍ଦ୍ର ବିଜେପି ଓ ରାଜ୍ୟ ବିଜେଡି ସରକାରଙ୍କ ବିରୁଧରେ ବର୍ଷିଥିଲେ ।ଏହାସହ ମହାମାରୀ କରୋନାକୁ ନିୟନ୍ତ୍ରଣ କରିବାରେ ସରକାର ସମ୍ପୁର୍ଣ୍ଣ ବିଫଳ ହୋଇଥିବା ଦର୍ଶାଇ କରୋନା ଜନିତ ମୃତ ବ୍ୟକ୍ତିଙ୍କ ପରିବାରକୁ ସୁପ୍ରିମକୋର୍ଟ ଙ୍କ ନିଦ୍ଦେର୍ଶ ମୁତାବକ ୪ଲକ୍ଷ ଟଙ୍କା ପ୍ରଦାନ କରିବା ଓ ଅସଂଗଠିତ ପ୍ରତ୍ୟେକ ଶ୍ର୍ରମିକଙ୍କୁ ମାସକୁ ୧୫ କେଜି ରାସନ ସାମଗ୍ରୀ ଯୋଗାଇ ଦେବାକୁ […]