ଆଜିର ରାଶିଫଳ
ଜୁଲାଇ ମାସ ୨୩ ତାରିଖ ୨୦୨୧ ମସିହା(ଶୁକ୍ରବାର)ଆଷାଢ଼ମାସ-ଶୁକ୍ଳପକ୍ଷ,ତିଥି-ଚତୁର୍ଦ୍ଦଶୀ,ନକ୍ଷତ୍ର- ପୁର୍ବାଷ।,ତୁଳା ଓ କୁମ୍ଭ ରାଶିର ଘାତ ଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର,ଚତୁର୍ଦ୍ଦଶୀ ଏକୋଦିଷ୍ଟ ଓ ପୂର୍ଣ୍ଣିମାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ବିରି ଆମିଷ ଭକ୍ଷଣ ନିଷେଧ । ମେଷ : –ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ । କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତା ପାଇବେ । ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ […]