ଧନ୍ୟବାଦ ମୁଖ୍ୟମନ୍ତ୍ରୀ ଆଜ୍ଞା
ଭୁବନେଶ୍ବର,୧୫/୭(ଏସଏସନିୟୁଜ) ଗରିବ ଲୋକଙ୍କୁ ତାଙ୍କ ଅଧିକାରରୁ କେହି ବି ବଞ୍ଚିତ କରିପାରିବେ ନାହିଁ। ଗରିବ ଲୋକଙ୍କର ସମ୍ମାନର ସହ ବଞ୍ଚିବାର ସମସ୍ତ ଅଧିକାର ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଆଜି ନିର୍ମାଣ ଶ୍ରମିକ ମାନଙ୍କୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ କୋଭିଡ ସହାୟତା ପ୍ରଦାନ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏହା କହିଛନ୍ତି । ଏହି ପ୍ୟାକେଜରେ ପ୍ରତି ପଞ୍ଜୀକୃତ ନିର୍ମାଣ ଶ୍ରମିକ ୧୫୦୦ ଟଙ୍କା ଲେଖାଏ ପାଇଲେ। ଗତ […]