ଆଜିର ରାଶିଫଳ
ଜୁନ ମାସ ୦୫ ତାରିଖ ୨୦୨୧ ମସିହା(ଶନିବାର)ଜ୍ୟେଷ୍ଠମାସ-କୃଷ୍ଣପକ୍ଷ,ତିଥି-ଏକାଦଶୀ,ମେଷ,ଧନୁ ରାଶିର ଘାତ ଚନ୍ଦ୍ର,ବୃଷ, ସିଂହ ଓ କନ୍ୟା ରାଶିର ଘାତବାର, ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ଶିମ୍ବ ଭକ୍ଷଣ ନିଷେଧ ମେଷ = ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି । ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତ ବଢ଼ାଇବେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍ କର୍ମରେ ପରିଶ୍ରମ ଜାରି ରଖିବେ । ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ […]