ଆଜିର ରାଶିଫଳ
ଜୁନ ମାସ ୦୪ ତାରିଖ ୨୦୨୧ ମସିହା(ଶୁକ୍ରବାର)ଜ୍ୟେଷ୍ଠମାସ-କୃଷ୍ଣପକ୍ଷ,ତିଥି-ଦଶମୀ ,ଧନୁ ରାଶିର ଘାତ ଚନ୍ଦ୍ର,ବିଛା,ଧନୁ ଓ ମୀନ ରାଶିର ଘାତବାର,ଦଶମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ,କଳମ ଶାଗ ଶିମ୍ବ ଭକ୍ଷଣ ନିଷେଧ । ମେଷ :-ଆଜି ଆପଣ ଘରେ ଝଗଡ଼଼ା କରିପାରନ୍ତି, ନିଜ ରାଗକୁ ନିୟନ୍ତ୍ରଣରେ ରଖନ୍ତୁ । ଏହି ଝଗଡ଼ା ଘରର ସଫା ସୁତୁରା କିମ୍ବା କର୍ତ୍ତବ୍ୟକୁ ନେଇ ହୋଇପାରେ । କଳି ଠାରୁ ବଞ୍ଚନ୍ତୁ ଏବଂ ନିଜ ଘରର ଶାନ୍ତି ବଜାୟ ରଖନ୍ତୁ […]