ଆଜିର ରାଶିଫଳ
ଜୁନ ମାସ ୦୩ ତାରିଖ ୨୦୨୧ ମସିହା(ଗୁରୁବାର)ଜ୍ୟେଷ୍ଠମାସ-କୃଷ୍ଣପକ୍ଷ,ତିଥି-ନବମୀ ,ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ, ଲାଉ ଓ ଶାଗ ଭକ୍ଷଣ ନିଷେଧ । ମେଷ: ?ବାଣିଜ୍ୟ, ବ୍ୟବସାୟ ରେ ଆୟ ମଧ୍ୟମ ହେବ । କର୍ମରେ ଉନ୍ନତି କରିବେ ଓ କର୍ମସ୍ଥାନରେ ସମସ୍ତ ବାଧାବିଘ୍ନ ଦୂର ହେବ । ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିବାର ସୁଯୋଗ ଆସିବ । ହୃତଧନ ଫେରିପାଇବେ । ଆୟ ଅପେକ୍ଷା ବ୍ୟୟ କମ୍ ରହିବ । ଋଣମୁକ୍ତ ହେବା […]