ବଢୁଛି କରୋନା

 

ଭୁବନେଶ୍ୱର,୨।୧(ଏସଏସନିଉଜ)ଆଉ ୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।ରାଜ୍ୟରେ ଦିନକରେ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
୨୯୫ଜଣଙ୍କ କୋଭିଡ୍ ପରୀକ୍ଷା ହୋଇଥିବାବେଳେ ସେମାନଙ୍କ ମଧ୍ୟରୁ ୫ଜଣ ଚିହ୍ନଟ ହୋଇଛନ୍ତି।ଯାହାଫଳରେ ରାଜ୍ୟରେ ସକ୍ରିୟ କରୋନା ରୋଗୀ ସଂଖ୍ୟା ୨୪କୁ ବୃଦ୍ଧି ପାଇଛି ବୋଲି ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର।

Comments (0)
Add Comment