ନବଦାସ ସବୁଠୁ ଧନୀ ମନ୍ତ୍ରୀ

ଭୁବନେଶ୍ୱର,୨୨/୯(ଏସଏସ ନିଉଜ)ପ୍ରକାଶ ପାଇଛି ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଙ୍କ ସମ୍ପତ୍ତି ତାଲିକା।ଏହି ତାଲିକାରେ
ନବଦାସ ସବୁଠୁ ଧନୀ ମନ୍ତ୍ରୀ ବୋଲି ଜଣାପଡିଛି।ଆସିଲା ମୁଖ୍ୟମନ୍ତ୍ରୀଙ୍କ ସମେତ ମନ୍ତ୍ରୀଙ୍କ ସଂପତି ତାଲିକା। ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ ସବୁଠୁ ଧନୀ ମନ୍ତ୍ରୀ ବୋଲି ଜଣାପଡ଼ିଥିବା ବେଳେ ତାଙ୍କର ୬୫ଟି ଗାଡ଼ି ଥିବାର ଜଣାପଡିଛି।

Comments (0)
Add Comment