କଟକ,୨୫।୮(ଏସଏସନିଉଜ)ଗୋଡିସାହିଫାଣ୍ଡି ନିକଟସ୍ତ ରାମଦାସପୁର ବିଦ୍ୟୁତ ବିଭାଗ କାର୍ଯ୍ୟାଳୟ ନିକଟରେଥିବା ଏକ ବନ୍ଦଘର ମଧ୍ୟରୁ ଜଣେ ଯୁବକଙ୍କ ମୃତ ଦେହ ମଙ୍ଗଳବାରସକାଳୁ ଉଦ୍ଧାର ହୋଇଛି।ମୃତକ ହେଉଛନ୍ତି
ଗୋଡିସାହି ଗ୍ରାମର ପ୍ରଦୀପନାୟକ ଗତ ୧୯ଦିନ ହେବ ନିଖୋଜ ଥିଲେ।
ମୃତ୍ୟୁଦେହ ପଚି ଯାଇଥିବାବେଳେ ଝୁଲୁଥିବା ବେଳେ ପୋଲିସ ଉଦ୍ଧାର କରିଛି।ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।